-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||     

HOME   ଜିଲ୍ଲା

*ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା

20-Jun-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ବନ୍ୟଜନ୍ତୁ ସୁରକ୍ଷା ନିମନ୍ତେ ବନ ବିଭାଗ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଜାରି ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଅଞ୍ଚଳରେ ଏକ ବଡ଼ ସଫଳତା ମିଳିଛି। ପାତ୍ରୀ ଜଙ୍ଗଲରେ ବାଘ ଛାଲ ଚୋରା ଚାଲାଣ ସମୟରେ ବନ ବିଭାଗ ଚଢ଼ଉ କରି  ବାଘ ଛାଲ ଜବତ କରିବା ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର କୁ ଗିରଫ କରିଛି। ସୂଚନା ଅନୁସାରେ ଶିକାରୀମାନେ  ପାତ୍ରୀ ଜଙ୍ଗଲରେ ବାଘ ଛାଲକୁ ଅନ୍ୟତ୍ର ଚୋରା ଚାଲାଣ କରିବା ପାଇଁ ଯୋଜନା କରୁଥିବାବେଳେ ବନ ବିଭାଗକୁ ଗୁପ୍ତ ସୂଚନା ମିଳିଥିଲା। ଏହା ପରେ ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ବନ ଅଧିକାରୀମାନେ ତୁରନ୍ତ ଏକ ଟିମ ଗଠନ କରି ଛଡାଉ କରିଥିଲେ। ଏବଂ  ଅମଳାଭାଟା ଚର୍ଚ୍ଚର ପାଷ୍ଟେର ସିପୁନ ଟାକ୍ରୀକୁ ଧରିବା ସହ ତାଙ୍କ ନିକଟରୁ ବାଘ  ଛାଲ ଜବତ କରିଥିଲା। ଗିରଫ ହୋଇଥିବା ପାଷ୍ଟେର କୁ ପଚରାଉଚରା ଚାଲିଥିବା ବେଳେ, ଏହି ଘଟଣାରେ ଆଉ କିଏ କିଏ ଜଡିତ ଅଛନ୍ତି ତାହା ଖୋଜାଯାଉଛି। ବନବିଭାଗ ତରଫରୁ ସୂଚନା ମିଳିଛି ଯେ ବନ୍ୟଜନ୍ତୁ ଚୋରାଚାଲାଣ ରୋକିବା ପାଇଁ ଆଗାମୀ ଦିନରେ ଏପରି ଚଢ଼ଉ ଆହୁରି ବଢ଼ାଯିବ ବୋଲି ଡାବୁଗାଁ ବାନାଁଞ୍ଚଳ ଅଧିକାରୀ ରାମ ଚନ୍ଦ୍ର ଭତ୍ରା ସୂଚନା ଦେଇଛନ୍ତି। ଏହି ଚଢ଼ଉ ସମୟରେ ଏସିଫ ସୁବାସ ଚନ୍ଦ୍ର ଖୁଣ୍ଟିଆ, ଫରେଷ୍ଟର ମଧୁସୂଦନ ପାତ୍ର, ଅଙ୍କୁସ ଦାସ , କାର୍ତ୍ତିକ ମାଝୀ , ଲାଲୁ ବିଷୋଇ , ତାପସ ପଟ୍ଟନାୟକ , ରିତାରାଣି, ଅନିତା ହିଆଲ ଓ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026

You Might Also Like