-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ରାଜ୍ୟ

ଭୁବନ ନୀଳକଣ୍ଠପୁର ଗ୍ରାମରେ ଦୁଷ୍କର୍ମ ଉଦ୍ୟମ କରି ଛେଚା ଖାଇଲେ ଯୁବକ

12-Oct-2020



ଢେଙ୍କାନାଳ ଜିଲ୍ଲା ଭୁବନ ନୀଳକଣ୍ଠପୁର ଗ୍ରାମରେ ଦୁଷ୍କର୍ମ ଉଦ୍ୟମ କରି ଛେଚା ଖାଇଲେ ଯୁବକ । ସ୍ବାମୀଙ୍କ ଅନୁପସ୍ଥିତିରେ ଘରେ ପଶି ଜଣେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ କରିବାରୁ ଗ୍ରାମବାସୀମାନେ ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଇଛନ୍ତି ।*

*କେହି ନଥିବାର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ କରିବା ଯୁବକଙ୍କୁ ମହଙ୍ଗା ପଡିଯାଇଛି । ଏପରିକି  ଉକ୍ତ ଯୁବକଙ୍କୁ ଗ୍ରାମବାସୀମାନେ  ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଇଛନ୍ତି । ଏପରି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମରେ । ଗ୍ରାମର ଜନୈକ ବ୍ୟକ୍ତିଙ୍କ ଅନୁପସ୍ଥିତିର ସୁଯୋଗ ନେଇ  ତାଙ୍କ ଗ୍ରାମ ତାଳସାହିର ସଂପୃକ୍ତ ଯୁବକ  ଘରେ ପଶି  ତାଙ୍କ ପତ୍ନୀକୁ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲା । ମହିଳା ଜଣଙ୍କ କୌଣସି ପ୍ରକାରରେ ସଂପୃକ୍ତ ଯୁବକଙକୁ ଘରେ କବାଟ ଦେଇ ନିଜେ ଖସି ଆସିଥିଲେ । ଚିତ୍କାର କରି ପଡୋଶୀଙ୍କୁ ଡାକିବାରୁ ଜନୈକ ବ୍ୟକ୍ତିଙ୍କ ସାନ ଭାଇ ଘଟଣାସ୍ଥଳରେ ପହଞ୍ଚିଥିଲେ । ପରେ ମଙ୍ଗରାଜ ଘର ଚାଳ କଣା କରି ଚମ୍ପଟ ମାରିବାକୁ ଉଦ୍ୟମ କରୁଥିବା ବେଳେ ଗ୍ରାମବାସୀ ତାକୁ କାବୁ କରି ଉତ୍ତମ ମଧ୍ୟମ ଦେଇ ଖୁଣ୍ଟରେ ବାନ୍ଧି ଦେଇଥିଲେ । ଖବର ପାଇ ଭୁବନ ପୋଲିସ ପହଂଚି ଯୁବକକୁ ଉଦ୍ଧାର କରିଛି ।  ମହିଳାଙ୍କ ସ୍ବାମୀଙ୍କ ଅଭିଯୋଗ କ୍ରମେ ପୋଲିସ ଘଟଣାର ତଦନ୍ତ କରୁଥିବାବେଳେ ଅଭିଯୁକ୍ତକୁ ଅଟକ ରଖିଛି ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like