-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜ୍ୟ

ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ

20-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ପବିତ୍ର ଶୀତଳ ଷଷ୍ଠୀ ଅବସରରେ ବଲାଙ୍ଗୀର ଜିଲ୍ଲା ଜୁନିଅର ରେଡ଼କ୍ରସ ୟୁନିଟ ପକ୍ଷରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ଏକ ଭବ୍ୟ ଦହିପଣା ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏହି ସେବା କାର୍ଯ୍ୟକ୍ରମ ଶ୍ରଦ୍ଧାଳୁ ଓ ସାଧାରଣ ଲୋକଙ୍କ ପାଇଁ ଆଶ୍ବସ୍ତି ର ବାର୍ତ୍ତା ଆଣିଥିଲା।ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ର ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି ମହତ ସେବା କାର୍ଯ୍ୟରେ ଏଡିଇଓ ପ୍ରବୀର ପଣ୍ଡା,ଏଡିଇଓ ରୀନା କୁମାରୀ

ବେହେରା,ଏଡିଇଓ ସେବାଶ୍ରୀ ଭୋଇ,ଜୁନିଅର ରେଡକ୍ରସ ସମ୍ପାଦକ ପ୍ରଦୀପ ପାତ୍ର,ଜୁନିଅର ରେଡକ୍ରସ ଅଫିସର ବିକାଶ ରଞ୍ଜନ ସାହୁ,ଜିଲ୍ଲା ଅର୍ଗାନାଇଜିଙ୍ଗ କମିସିନର (ଗାଇଡ଼) ଜୟଶ୍ରୀ ପୋଢ଼ ଙ୍କ ସମେତ ଜୁନିଅର ରେଡ଼କ୍ରସ ର ସମସ୍ତ ପରାମର୍ଶଦାତା,ସ୍କାଉଟ ମାଷ୍ଟର ଓ ଗାଇଡ କ୍ୟାପଟେନ ଙ୍କ ସମେତ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ସକ୍ରୀୟ ସହଯୋଗ କରିଥିଲେ।ସକାଳ ୯ଟାରୁ ଆରମ୍ଭ ହୋଇ ଦିନ ୨ଟା ପର୍ଯ୍ୟନ୍ତ ଚାଲିଥିବା ଏହି କାର୍ଯ୍ୟକ୍ରମ ରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ,ପଥଚାରୀ ଏବଂ ସାଧାରଣ

ଜନତାଙ୍କୁ ଶୀତଳ ଦହିପଣା ପରିବେଷଣ କରାଯାଇଥିଲା।ତୀବ୍ର ଖରା ଓ ଅସହ୍ୟ ଗରମ ମଧ୍ୟରେ ଏହି ଦହିପଣା ସେବନ କରି ଅନେକ ଲୋକ ନିଜର ତୃଷ୍ଣା ମେଣ୍ଟାଇବା ସହ ଆରାମ ଅନୁଭବ କରିଥିଲେ।ମାନବ ସେବା ହିଁ ମାଧବ ସେବାର ବାର୍ତ୍ତା କୁ ଆଗେଇ ନେଇ ଜିଲ୍ଲା ଜୁନିଅର ରେଡକ୍ରସ ୟୁନିଟ ପକ୍ଷରୁ ଆୟୋଜିତ ଏହି ଦହିପଣା ବଣ୍ଟନ କାର୍ଯ୍ୟକ୍ରମ ସାମାଜିକ ସେବା, ସହଯୋଗ ଓ ମାନବିକତାର ଏକ ଉତ୍କୃଷ୍ଟ ନିଦର୍ଶନ ସୃଷ୍ଟି କରିଥିଲା। ଉପସ୍ଥିତ ଜନସାଧାରଣ ଏହି ଅଭିନଵ ପ୍ରୟାସ କୁ ଭୁୟସୀ ପ୍ରସଂଶା କରଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like