-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ

20-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀ ଗୌରବ ଶିବାଜୀ ଇସଲୱାର ବଲାଙ୍ଗୀର ସହରର ବେହେରା ପାଲି ବନ୍ଧ, କରଙ୍ଗାକଟା ବନ୍ଧ ଏବଂ ନରସିଂ ବନ୍ଧରେ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟସ୍ଥଳ ପରିଦର୍ଶନ କରି କାର୍ଯ୍ୟର ଅଗ୍ରଗତି ତଦାରଖ କରିଥିଲେ।
ଏହି ଅବସରରେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ସ୍ଥାନୀୟ କାଉନ୍ସିଲରମାନେ, ବଲାଙ୍ଗୀର ପୌରପାଳିକାର ନିର୍ବାହୀ ଅଧିକାରୀ ଏବଂ କନିଷ୍ଠ ଯନ୍ତ୍ରୀ ଉପସ୍ଥିତ ଥିଲେ।ପରିଦର୍ଶନ ସମୟରେ ଜିଲ୍ଲାପାଳ ବଲାଙ୍ଗୀର ପୌରପାଳିକା ପକ୍ଷରୁ ଚାଲି ଥିବା ୧୧ଟି ପୋଖରୀର ପୁନରୁଦ୍ଧାର କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ, ଏହି ପୋଖରୀଗୁଡ଼ିକୁ ମଡେଲ ପୋଖରୀରେ ପରିଣତ କରାଯିବା ସହିତ ଚାରିପାର୍ଶ୍ୱ ରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ। ଏହା ଦ୍ୱାରା ବଲାଙ୍ଗୀର

ସହରକୁ ଏକ ଆଦର୍ଶ ନଗର ଭାବେ ଗଢ଼ି ତୋଳିବାରେ ସହାୟକ ହେବ। ଏଥିପାଇଁ ସେ ସହରବାସୀଙ୍କୁ ପୌରପାଳିକାକୁ ସମ୍ପୂର୍ଣ୍ଣ ସହଯୋଗ ଓ ସାହାଯ୍ୟ କରିବାକୁ ଆହ୍ୱାନ ଜଣାଇଥିଲେ।
ଜିଲ୍ଲାପାଳ ସହରର ବିଭିନ୍ନ ସ୍ଥାନରେ କରାଯାଇଥିବା ୱାଲ୍ ପେଣ୍ଟିଂ ଓ ଚିତ୍ରକଳା କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରିଥିଲେ। ପୋଖରୀଗୁଡ଼ିକରେ ପରିବେଶ ଅନୁକୂଳ ବିକାଶ ଏବଂ

ପକ୍ଷୀମାନଙ୍କ ଆଗମନକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଅଧିକ ସବୁଜୀକରଣ ଓ ଆକର୍ଷଣୀୟ ସୌନ୍ଦର୍ଯ୍ୟକରଣ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।
ପରିଶେଷରେ ଜିଲ୍ଲାପାଳ ବଲାଙ୍ଗୀର ପୌରପାଳିକାର ପୌରାଧ୍ୟକ୍ଷା, ନିର୍ବାହୀ ଅଧିକାରୀ ଓ ସମ୍ପୃକ୍ତ କର୍ମଚାରୀମାନଙ୍କର ଉଦ୍ୟମ ଓ କାର୍ଯ୍ୟଦକ୍ଷତାର ଓ ସାଧାରଣ ଜନତାଙ୍କ ଭାଗିଦାରୀତାକୁ ଭୂୟସୀ ପ୍ରଶଂସା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like