-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-

20-Jun-2026



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )
ସୋନପୁର ପୌରପରିଷଦ ପକ୍ଷରୁ ସ୍ଥାନୀୟ ହାତିଶାଳ କଲ୍ଯାଣ ମଣ୍ଡପ ଠାରେ “ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ “ ଶନିବାର ଦିନ ମହା ସମାରୋହ ରେ ଅନୁଷ୍ଠିତ ହୋଇଯାଇଅଛି l ସହରର ସର୍ବାଙ୍ଗୀନ ବିକାଶ ଲକ୍ଷ୍ୟ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ସହ ସିଧା ସଳଖ ଯୋଗାଯୋଗ ଏବଂ ସମସ୍ୟାର ସମାଧାନ ଉପରେ ପ୍ରାଧ୍ୟାନ୍ୟ ଦିଆଯାଇଥିଲା l ସୋନପୁର ପୌରପରିଷଦର  କାର୍ଯ୍ୟନିର୍ବାହୀ ଅଧିକାରୀ ରୁଷି ମାଝି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ କୁ ବରିଷ୍ଠ ସହାୟକ ଶ୍ରୀ ସିମାଞ୍ଚଳ ପାତ୍ର ପରିଚାଳନା କରିଥିଲେ l ଏହି  କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନl ପ୍ରଧାନ, ବଲଙ୍ଗିର ସାଂସଦ ଙ୍କ ପୌର ପରିଷଦ ପ୍ରତିନିଧି ଶ୍ରୀ ଶିବରାମ ସାହୁ , ଉପାଧ୍ୟକ୍ଷ୍ୟା ଶ୍ରୀମତୀ ମଲ୍ଲିକା ଦାନୀ, ପୂର୍ବତନ ଅଧ୍ୟକ୍ଷ ଶ୍ରୀ କଇଁରୁ ସ୍ଵାଇଁ , ସମସ୍ତ ୱାର୍ଡର ସଭ୍ଯ ଓ ସଭ୍ଯl, ଅଗ୍ରଣୀ ବ୍ଯାଙ୍କ ଜିଲ୍ଲା ପ୍ରବନ୍ଧକ ଶ୍ରୀ କlର୍ତ୍ତିକେଶ୍ଵର ପଣ୍ଡା, ପୌର ପରିଷଦ ମୁଖ୍ୟ  ଯନ୍ତ୍ରୀ, ଜିଲ୍ଲା ମିଶନ ପରିଚାଳକ (ଡ଼ିଏମଏମ), ଗୋଷ୍ଠୀ ସଙ୍ଘଠକ (ସିଓ) ଏବଂ ସମସ୍ତ ବିଭାଗୀୟ କର୍ମଚାରୀମାନେ ଯୋଗଦାନ କରିଥିଲେ   l ଏହି ଅବସରରେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଯଥା : ପରିମଳ ଓ ସ୍ବଚ୍ଛତା , ପ୍ରଧାନମନ୍ତ୍ରୀ ଆବlସ  ଯୋଜନା, ପ୍ରଧାନମନ୍ତ୍ରୀ ସ୍ଵନିଧି ଏବଂ ଜାତୀୟ ସହରାଞ୍ଚଳ ଜୀବିକା ମିଶନ , ସହଯୋଗ , ବlର୍ଦ୍ଧ୍ଯକ୍ୟ ବିଧବା , ବିକଳାଙ୍ଗ ଭତ୍ତା , ମୁଖ୍ୟମନ୍ତ୍ରୀ ସହରାଞ୍ଚଳ ବିକାଶ ଯୋଜନା , ହରିଶ୍ଚନ୍ଦ୍ର  ସହାୟତା ଯୋଜନା, ଖାଦ୍ଯ ଯୋଗାଣ ଓ ଖାଉଟି କଲ୍ୟାଣ ସେବା ସମ୍ପର୍କରେ ଜନସାଧାରଣ ଙ୍କୁ ସଚେତନ କରଯାଇଥିଲା l ଏହି କାର୍ଯ୍ୟକ୍ରମରେ ଯୋଗାଣ ଓ ଖାଉଟି ଯୋଜନା ଅନ୍ତର୍ଗତ ୬୦ ଜଣ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣା କାର୍ଡ ବଣ୍ଟନ କରଯାଇଥିଲା l ବିଭିନ୍ନ ୱାର୍ଡ ର ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ , ଉଠା ଦୋକାନୀ , ମିଶନଶକ୍ତି ଗୃପର ସଦସ୍ୟl ଏବଂ ଜନସାଧାରଣ ଅଂଶଗ୍ରହଣକରି ନିଜ ନିଜ ଅଞ୍ଚଳର ସମସ୍ଯା ସମ୍ପର୍କରେ ପ୍ରଶାସନ କୁ ଅବଗତ କରାଇଥିଲେ l ପ୍ରଶାସନ ପକ୍ଷରୁ ସମସ୍ୟାର ସମାଧାନ ଦିଗରେ ଦ୍ରୁତ ପଦକ୍ଷେପ ନେବାକୁ ପ୍ରତିଶୃତି ଦିଆଯାଇଥିଲା l ସହରର ବିକାଶ କାର୍ଯ୍ୟରେ ଜନସାଧାରଣଙ୍କ ସହଭାଗୀତାକୁ ଏହି କାର୍ଯ୍ୟକ୍ରମ ଅଧିକ ମଜଭୁତ କରାଯିବ ବୋଲି ପ୍ରଶାସନ ପକ୍ଷରୁ  ମୁଖ୍ୟ ଅତିଥି ଏ ଡି ଏମ୍ ମତପ୍ରକାଶ କରିଥିଲେ l.


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like