-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ

20-Jun-2026



ବଲାଙ୍ଗିର(ପ୍ରେରଣା ଖବର): - ପୂର୍ବତନ ହାଇସ୍କୁଲ ପ୍ରଧାନଶିକ୍ଷକ ସ୍ଵର୍ଗତ ବିପିନ ବିହାରୀ ଯୋଷୀଙ୍କ ଧର୍ମପତ୍ନୀ ବଲାଙ୍ଗିର ସହରର ଜଣେ ଧର୍ମପରାୟଣା,ମେଳାପୀ ଓ ସମାଜସେବୀ ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କର ଆଜି ସକାଳେ ପରଲୋକ ଘଟିଛି।ତାଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ପରିବାର,ବନ୍ଧୁ-ବାନ୍ଧବ, ଆତ୍ମୀୟ-ସ୍ୱଜନ ଏବଂ ଶୁଭେଚ୍ଛୁମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି।
ସେ ମୂଳତଃ ମେଣ୍ଡା ଗ୍ରାମର ବାସିନ୍ଦା ହେବା ସହ ଦୀର୍ଘଦିନ ଧରି ବଲାଙ୍ଗିର ସହରର ସୋମନାଥ ନଗରରେ ବସବାସ କରୁଥିଲେ।
ସରଳ, ଅମାୟିକ ଓ ପରୋପକାରୀ ସ୍ୱଭାବ ପାଇଁ ସେ ସମସ୍ତଙ୍କ ନିକଟରେ ପରିଚିତ ଥିଲେ। ପରର ଦୁଃଖରେ ଦୁଃଖୀ ହେଉଥିବା ଏହି ମହିୟସୀ ମହିଳା ପରିବାର ଓ ସମାଜ ମଧ୍ୟରେ ସ୍ନେହ, ସଦ୍‌ଭାବ ଏବଂ ସମ୍ପ୍ରତିର ବନ୍ଧନ ସୃଷ୍ଟି

କରିଥିଲେ। ତାଙ୍କ ମୃତ୍ୟୁରେ ପରିବାର ସଦସ୍ୟମାନଙ୍କ ସମେତ ଅନେକ ଶୁଭେଚ୍ଛୁ ଗଭୀର ଶୋକ ପ୍ରକାଶ କରିଛନ୍ତି।ମୃତ୍ୟୁ ସମୟରେ ତାଙ୍କ ପାଖରେ ଜୈଷ୍ଠ ପୁତ୍ର ସୋମନାଥ ଯୋଶୀ,ବୋହୂ ସାଗରିକା, କନିଷ୍ଠ ପୁତ୍ର ସୁଶୀଲ ଯୋଶୀ,ବୋହୂ ସସ୍ମିତା,ଝିଅ ଅନୁପମl, ଜୁଆଇଁ ଗୋପୀନାଥ ଚାନ୍ଦ,ନାତି ନାତୁଣୀ ନୂପୁର,ଅଙ୍କୁର, ପାଲ୍ଲୁ,ପୁରବ,ଶୋଭନ,ରୋଶନ, ପ୍ରତ୍ୟୁଷ,ପୁତୁରା ସଂଜୀବ, ରାଜୀବ, ଦିଅର ଆର୍ତ୍ତ ମାନଭଞ୍ଜନ ଓ ମନୋରଞ୍ଜନ,ଭାଇ ନୀଳାଚଳ ହୋତା ପ୍ରମୁଖ ଉପସ୍ଥିତ ଥିଲେ ।
ତାଙ୍କ ଶେଷ ଦର୍ଶନ ପାଇଁ ମେଣ୍ଡା ଗ୍ରାମର ଗ୍ରାମବାସୀ,ବୁଦ୍ଧିଜୀବୀ, ବନ୍ଧୁ-ବାନ୍ଧବ ଏବଂ ଆତ୍ମୀୟ-ସ୍ୱଜନମାନେ ବହୁ ସଂଖ୍ୟାରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ସ୍ୱର୍ଗତା କ୍ଷୀରୋଦ୍ରୀ ଯୋଶୀଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ବିଭିନ୍ନ ମହଲରୁ ଗଭୀର ସମବେଦନା ଜ୍ଞାପନ କରାଯାଇଛି। ରବିବାର ସକାଳେ ବିଭୂତି ପଡ଼ା ଶ୍ମଶାନରେ ତାଙ୍କର ଆନ୍ତେଷ୍ଟି କ୍ରିୟା ସମାପନ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like