-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଖେଳ

ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ

20-Jun-2026



ବଲାଙ୍ଗୀର(ପ୍ରେରଣା ଖବର):  ସ୍ଥାନୀୟ ମିଶନ ପଡ଼ିଆରେ ଆଜି ଠୁଁ ଆରମ୍ଭ ହୋଇ ଯାଇଛି ପାୟୋନିୟର ୧୯ ବର୍ଷରୁ କମ ବୟସ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଏଥିରେ ବଲାଙ୍ଗୀର ଜିଲ୍ଲାର ଚାରୋଟି ଦଳ ଭାଗ ନେଉଛନ୍ତି। ଯେଉଁଥିରେ ସବୁ ଦଳ ମଧ୍ୟରେ ଲିଗ୍ ଶୃଙ୍ଖଳା ଓ ପରେ ନକଆଉଟ୍ ଖେଳ ଆୟୋଜିତ ହେବ। ଆସନ୍ତା ୨୪ ତାରିଖ ଏହାର ଫାଇନାଲ ଖେଳ ଅନୁଷ୍ଠିତ ହେବାକୁ ଥିବା ବେଳେ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହେବ। ତେବେ ଆଜି ଏହାର ଉଦ୍ଘାଟନ ହୋଇ ଯାଇଥିବା ବେଳେ ଉଦ୍ଘାଟନୀ ସଭାରେ ଅତିଥି ଭାବରେ ପୂର୍ବତନ ରଣଜୀ ଖେଳାଳି ସୂର୍ଯ୍ୟ ମିଶ୍ର, ଜିଲ୍ଲା ଓକିଲ ସଂଘ ସଭାପତି ବାସୁ ରଥ, ଓକିଲ ସଂଘର ଯୁଗ୍ମ ସମ୍ପାଦିକା ବବିତା ମିଶ୍ର, ବିଜେଡି ରାଜ୍ୟ ଯୁବ ନେତା ନିର ରଞ୍ଜନ ସ୍ୱାଇଁ, ସାମ୍ବାଦିକ ଶେଖ୍ ମହମ୍ମଦ ୱାହିଦ ଓ କର୍ଯ୍ୟକ୍ରମ ସଭାପତି ସୁଶାନ୍ତ ଠାକୁର ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଥମ ଦିନ ଟି ଟ୍ବେଣ୍ଟି ଫର୍ମାଟ ଲିଗ୍ ମ୍ୟାଚ୍ ରେ ୱେଷ୍ଟର୍ନ ଇଲେଭେନ୍ ଓ ପାୟୋନୀୟର ଟାଇଟନ୍ ମୁହାଁମୁହିଁ ହୋଇଥିଲେ। ଏଥିରେ ୱେଷ୍ଟର୍ନ ଇଲେଭେନ ପ୍ରଥମେ ବ୍ୟାଟିଂ କରିଥିଲା। ଯେଉଁଥିରେ ପ୍ରହ୍ଲାଦ କୁମାର ମିଶ୍ରଙ୍କ ୭୬ ରନର୍ ପାଟିରେ ଟିମ୍ ୧୯୩ ରନ କରିଥିଲା। ସେପଟେ ପାୟୋନିୟର ଟାଇଟନ୍ ଦଳ ମୋଟ ୧୫ ଓଭର ଖେଳି ୧୩୪ ରନ କରି ପରାଜିତ ହୋଇଥିଲେ। ଦଳାପକ୍ଷରୁ ସର୍ବାଧିକ ଆୟୁଷ କୁମାର ଠାକୁର ୨୫ ରନ୍ କରି ଆଉଟ୍ ହୋଇଥିଲେ। 
   ଆଜିର ଏହି କାର୍ଯ୍ୟକ୍ରମରେ ଯୁବ ଖେଳାଳି ବିକାଶ ମିଶ୍ର, ସନ୍ତୋଷ ପାଣିଗ୍ରାହୀ, ରଞ୍ଜନ ଠାକୁର, ସଶାଙ୍କର ପଟ୍ଟନାୟକ ଓ ଅଭିଭାବକ ବୃନ୍ଦ ମଧ୍ୟରେ ଶ୍ରୀ ଘିବାଲା, ଶ୍ରୀ ପୁଟେଲ୍, ଶ୍ରୀ ମନ ପଣ୍ଡା ଙ୍କ ସହ କୁନି ଖେଳାଳି ଅକ୍ଲେଶ କୁମାର ଠାକୁର, ତାନିଶ , ପିହୁ, ଶ୍ରେୟା, ଦିୟା ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like