-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ

20-Jun-2026



(ଡୋଲେଶ୍ଵର  ବାଗ )
ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ର ଏସ ଏସ ଡି ହାଇସ୍କୁଲ ପଡିଆରେ ୧୭ ରୁ ୨୦ ତାରିଖ ପର୍ଯ୍ୟନ୍ତ ଚାଲି ଥିବା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ର ଧାରା ଓଡିଶା ସାରା କିଭଳି ଭାବରେ ଲୋକଙ୍କ ପାଖରେ ପହଂଚି ପାରିବ!ସେବାର୍ତ୍ତା କୁ ପହଞ୍ଚେଇ ବାର ପ୍ରୟାସ ର ଚତୁର୍ଥ ଦିବସ ରେ ବୋଡେ଼ନ ବିଡ଼ିଓ ଚିନ୍ମୟ ସାଗର ଙ୍କ ଅଧକ୍ଷତା ରେ ଚାଲିଥିଲା!ଉପସ୍ଥାପିକା ଡବ୍ଲୁ ଇ ଓ କ୍ଷଣପ୍ରଭା ପାଣିଗ୍ରାହୀ ପରିଚାଳନା କରିଥିଲେ ଆଜିକାର ସଭାରେ ମୁଖ୍ୟ ଅତିଥି ବୋଡେ଼ନ ବ୍ଲକ ଭାଇସ ଚ୍ୟାରମେନ ସଂଗୀତା ମାଝୀ ଯୋଗ ଦେଇ ଥିବା ବେଳେ ବିଶିଷ୍ଟ ଅତିଥି ବେଣୁଧର ଜଗତ, ସମ୍ମାନିତ ଅତିଥି ରାଜକିଶୋର ହେର୍ଣ୍ଣା, ସମ୍ମାନିତ ଅତିଥି ଲରକା ସମିତି ସଭ୍ୟ ଅମିତ ଶିଙ୍ଗ ଦେଓ, ସୁନାପୁର ସରପଞ୍ଚ ମୁକ୍ତା ରାଉତ, ସମ୍ମାନିତ ଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ରେଶ୍ୱର ମେହେର ଏବଂ ସମ୍ମାନିତ ଅତିଥି ବୋଡେ଼ନ ସି ଡି ପି ଓ ଅର୍ଚନା ରାଉତ ଯୋଗ ଦେଇ ଥିଲେ!ଆଜିକାର ସଭାରେ ସରକାରଙ୍କ ବହୁମୁଖୀ ଯୋଜନା ରେ ଥିବା ହିତାଧିକାରୀ ଙ୍କୁ ଚୟନ କରି ସହାୟତା ରାଶି ପ୍ରଦାନ କରିଥିଲେ!ପ୍ରଥମେ ଡିସଟ୍ରିବ୍ୟୁସନ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା କାର୍ଡ ବଣ୍ଟନ, ମଧୁବାବୁ ପେନସନ କାର୍ଡବଣ୍ଟନ, ଏବଂ ଲେବର କାର୍ଡ ବଣ୍ଟନ କରିଥିଲେ,!ଏହି ସଭାରେ ଲୋକଙ୍କ ପାଖରେ ଯୋଜନା ଗୁଡିକ କିପରି ପହଂଚି ପାରିବ ସେ ସମ୍ପର୍କ ରେ ଅତିଥି ମାନେ ଜନ ସାଧାରଣ ଙ୍କୁ ବୁଝାଇ ଥିଲେ!ପରି ଶେଷରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରି ସଭା କୁ ପରିସମାପ୍ତି ଘୋଷଣା କରିଥିଲେ!


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like