-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||      ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   (20-Jun-2026)       ||      ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   (20-Jun-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   (20-Jun-2026)       ||      Km   (20-Jun-2026)       ||      ଧାନ ଚୋରି ଅଭିଯୋଗରେ ଦୁଇ ଜଣ ଅଟକ ,   (20-Jun-2026)       ||      *ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ରେ ବାହୁଡ଼ିଲେ ଯୁଗଳ ମୂର୍ତ୍ତି*-   (20-Jun-2026)       ||      ବରପାଲି ବ୍ଲକରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଞ୍ଚାୟତ ସ୍ତରୀୟ ସମ୍ମିଳନୀ ।   (20-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||     

HOME   ଜିଲ୍ଲା

ବରିଷ୍ଠ ମୋହରି ଙ୍କ ପରଲୋକ

20-Jun-2026



(ରଂଜିତ ମହାନ୍ତି )
ବରୀ ସବରେଜିଷ୍ଟାର ଅଫିସର ବରିଷ୍ଠ ମୋହରି ତଥା ଭଅଁରା ପଞ୍ଚାୟତ ରାଇପୁର ଗ୍ରାମର  ଅନନ୍ତ କିଶୋର ପଣ୍ଡା ଙ୍କ ୮୯ ବର୍ଷ ବୟସ ରେ  ଗତକାଲି ନିଜ ବାସ ଭଵନ ରେ  ପରଲୋକ ଘଟିଛି l ସେ କିଛି ଦିନ ହେବ ବାର୍ଦ୍ଧକ୍ୟ  ଅବସ୍ଥା ରେ ଥିଲେ l ସେ ବହୁ ବର୍ଷ ଧରି ନଦୀ, ନାଳ ପାର ହେlଇ ବରୀ ସବରେଜିଷ୍ଟି ଅଫିସ ରେ ପହଁଞ୍ଚି ଲୋକଙ୍କୁ ସେବା ଯୋଗାଇ ସମସ୍ତ ଙ୍କ ନିକଟରେ ବେଶ ପରିଚିତ ଥିଲେ l ତାଙ୍କ ମର ଶରୀର ଏକ ଶୋଭାଯାତ୍ରାରେ କୁ ନିଆଯାଇ ଗ୍ରାମ୍ୟ  ମଶାଣି ରେ ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ କରାଯାଇଥିଲା  ଏକ ମାତ୍ରପୁତ୍ର ଦିବାକର ପଣ୍ଡା ମୁଖାଗ୍ନି ଦେଇଥିଲେ l ସ୍ୱର୍ଗତ ପଣ୍ଡା ଜଣେ ସରଳ, ନିଷ୍ଠାପର, ପରୋପକାରୀ ଭlବେ ଅଞ୍ଚଳ ରେ ବେଶ ଜଣା ଶୁଣା ଥିଲେ ତାଙ୍କ ବିୟୋଗ ସ୍ଥାନୀୟ ଅଞ୍ଚଳ ରେ ଶୋକର ଛାୟା ଖେଳିଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ମୋହରି ଙ୍କ ପରଲୋକ   20-Jun-2026
  ଜିଲ୍ଲା  
ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   20-Jun-2026
  ଖେଳ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   20-Jun-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   20-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   20-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   20-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ   20-Jun-2026
  ରାଜ୍ୟ  
ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ   20-Jun-2026
  ଜିଲ୍ଲା  
ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
*ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   20-Jun-2026
  ଜିଲ୍ଲା  
ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   20-Jun-2026
  ଜିଲ୍ଲା  
ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   20-Jun-2026

You Might Also Like