-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ

20-Jun-2026



ବରଗଡ଼(ତୁଳସୀ ଚରଣ ଦାଶ): ବରଗଡ ଜିଲ୍ଲା କୁଲି ସମାଜ ବହୁଳ ଗ୍ରାମ କଲଙ୍ଗଡେରା ଗ୍ରାମର ଅମିତ୍ ମେହେର +୨ ବିଜ୍ଞାନ ରେ ୯୮ % ମାର୍କ ରଖି  କୁଲି ମେହେର ସମାଜ କୁ ଗର୍ବିତ କରିଥିବାରୁ ତାଙ୍କ ସମ୍ମାନାର୍ଥେ କୁଲି ମେହେର ସମାଜ ପକ୍ଷରୁ ଏକଭବ୍ୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ରାଜ୍ୟ  ପୂର୍ବତନ ସଭାପତି ଧନ ସିଂ ମେହେର ଉପସଭାପତି ଈଶ୍ୱର ମେହେର କ୍ଷୀରୋଦ ମେହେର ପୂର୍ବତନ ରାଜ୍ୟ ମୁଖ୍ୟ ଉପଦେଷ୍ଟା ଦୀନବନ୍ଧୁ ମେହେର ପୂର୍ବତନ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମେହେର ପୂର୍ବତନ ରାଜ୍ୟ ସାଂଗଠାନିକ ସମ୍ପାଦକ ଆନନ୍ଦ ମେହେର ରାଜ୍ୟ ଉପଦେଷ୍ଟା ମହେନ୍ଦ୍ର ମେହେର ରାଜ୍ୟ ସଦସ୍ୟ ଘନଶ୍ୟାମ ମେହେର ସଦସ୍ୟ ମଦନ ମେହେର ବରଗଡ ଜିଲ୍ଲା ସଭାପତି ସୁବାସ ମେହେର ସଦସ୍ୟ ବାସୁଦେବ ମେହେର ଅର୍ଜୁନ ମେହେର ବିଜୟ ମେହେର ବଲାଙ୍ଗୀର ଜିଲ୍ଲା ସମ୍ପାଦକ ସଞ୍ଜୟ ମେହେର ଉପସଭାପତି ଭୁବନେଶ୍ୱର ମେହେର ଓ କଲଙ୍ଗାଡେରା ଜାତି ଭାଇମାନଙ୍କ ଉପସ୍ଥିତିରେ ଶ୍ରୀ ଅମିତ୍ ମେହେର ଙ୍କୁ ଉପଢୌକନ  ପୁଷ୍ପଗୁଛ ସହ ସମ୍ବନ୍ଧିତ କରାଯାଇଥିଲା । ଶେଷରେ ଶ୍ରୀ ସାରଥୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । 
         ---------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like