-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଅପରାଧ

ପାନ ଦୋକାନୀ ଦୁଷ୍ମନ୍ତ ଚୌଧୁରୀ ହତ୍ୟା ମାମଲା : ଆଉ ୩ ଅଭିଯୁକ୍ତ ଗିରଫ, ବାକି ନଦେବାରୁ ପଥର ଛେଚି ନୃଶଂସ ଭାବେ ମାରିଦେଇଥିଲେ

09-Feb-2021



ସାନଖେମୁଣ୍ଡି,(ପ୍ରେରଣା ଖବର ବ୍ୟୁରୋ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଳକ  ନୂଆ ଅନନ୍ତେଇ ଗ୍ରାମରେ ଘଟିଥିବା ପାନ ଦୋକାନୀ ଦୁଷ୍ମନ୍ତ ଚୌଧୁରୀ ହତ୍ୟା ମାମଲାରେ ପୋଲିସକୁ ସଫଳତା ମିଳିଛି । ଅନନ୍ତେଇ ଗ୍ରାମର ମନୋଜ ସେଠୀ, ରାଜେଶ ଗୌଡ ଏବଂ ଉପେନ୍ଦ୍ର ନାୟକଙ୍କୁ ସୋମବାର ଦିଗପହଣ୍ଡି ପୋଲିସ ଗିରଫ କରି ବ୍ରହ୍ମପୁର ସଦର କୋର୍ଟକୁ ଚାଲାଣ କରିଛି। ପାନ ଦୋକାନୀ ଦୁଷ୍ମନ୍ତ ଚୌଧୁରୀଙ୍କ ହତ୍ୟା ମାମଲାରେ ସେମାନେ ଅଭିଯୁକ୍ତ ଥିବା ପୋଲିସ କହିଛି। 

 ଥାନା ମାମଲା ନଂ. ୨୬/୨୧ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ସେମାନଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।
 ସୂଚନାନୁସାରେ, ଗତ ୩୧ ତାରିଖ ରାତି ପ୍ରାୟ ୯ ଟା ରେ ସିଗାରେଟ ଓ ପାଣି ପାଉଚ ବାକିରେ ମାଗିବାକୁ କେନ୍ଦ୍ରକରି ପାନ ଦୋକାନୀ ଦୁଷ୍ମନ୍ତଙ୍କ ସହ କିଛି ଯୁବକଙ୍କ ବଚସା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ  ବିଳମ୍ବିତ ରାତିରେ ଦୁଷ୍ମନ୍ତଙ୍କୁ ଘରୁ ରାସ୍ତା ଉପରକୁ ଟାଣି ନେଇ କିଛି ଯୁବକ ଲୁହା ରଡରେ ମାଡ଼ ମାରିବା ସହ  ସଂଘବଦ୍ଧ ଭାବେ ତାଙ୍କ ଛାତିରେ ପଥର ଛେଚି ନୃଶଂସ ଭାବେ  ହତ୍ୟା କରିଥିଲେ।
ପୋଲିସ ଗତ ୩ ତାରିଖରେ ଏହି ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ନୂଆ ଅନନ୍ତେଇ ଗ୍ରାମର ଶଙ୍କର ଦାସ ଓ ବାପିନି ପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଘଟଣାର ପରଦିନ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଥିଲେ।  ଅଭିଯୁକ୍ତମାନଙ୍କ ନିକଟରୁ ପୋଲିସ ୨ଟି ଖଣ୍ଡା,୩ ଟି ଲୁହା ଛଡ଼ ସମେତ ଘଟଣାସ୍ଥଳରୁ ୧୫ ରୁ ଉର୍ଦ୍ଧ୍ବ ପଥର ଖଣ୍ଡ ଜବତ କରାଯାଇଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।  


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like