-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

*ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*

21-Jun-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ଗୋଡ଼େଗାଁ ଗ୍ରାମର ମହିଳାମାନେ ମଦ ବିରୋଧୀ ଅଭିଯାନ ଆରମ୍ଭ କରୁଛନ୍ତି। ଗୋଡ଼େଗାଁ ଗ୍ରାମର ଶତାଧିକ ମହିଳା ଡାବୁଗାଁ ଥାନା ଏବଂ ଡାବୁଗାଁ ଅବକାରୀ ବିଭାଗ କାର୍ଯ୍ୟାଳୟ କୁ ଆସି ଗାଁରେ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଡାବୁଗାଁ ଥାନା ଇନ୍ସପେକ୍ଟର ଲକ୍ଷ୍ମୀ ପରଜା ଏବଂ ଅବକାରୀ ଇନ୍ସପେକ୍ଟର ସମୀର କୌଶଲ୍ୟ ଅଭିଯୋଗ ଓ ଦାବିପତ୍ର ଗ୍ରହଣ କରିଛନ୍ତି । ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ଗୋଡେଙ୍ଗା ଗ୍ରାମର ବେଆଇନ ମଦ ବିକ୍ରି ଏକ ଗୁରୁତର ସମସ୍ୟା ଭାବେ ଉଭାହୋଇଛି। ଗାଁର ବିଭିନ୍ନ ସ୍ଥାନରେ ଅବାଧରେ ଦେଶୀ ଓ ଭାଟି ମଦ ବିକ୍ରି ହେଉଥ‌ିବାରୁ ସେଠାରେ ମଦୁଆଙ୍କ ଭିଡ଼ ଲାଗି ରହୁଛି। ଏହାର କୁପ୍ରଭାବ କେବଳ ବ୍ୟକ୍ତିଗତ ଜୀବନରେ ନୁହେଁ, ସମଗ୍ର ଗାଁ ସମାଜ ଉପରେ ପଡ଼ୁଛି। ଯୁବପିଢ଼ି ଓ ନାବାଳକମାନେ ମଦ୍ୟପାନ ପ୍ରତି ଆକର୍ଷିତ ହେଉଛନ୍ତି । ଫଳରେ ସେମାନଙ୍କ ଶିକ୍ଷାI, ଚରିତ୍ର ଓ ଭବିଷ୍ୟତ ପ୍ରଭାବିତ ହେଉଛି। ଘରୋଇ ହିଂସା ମଧ୍ୟଯ ବଢୁଛି । ଅନେକ ପରିବାରରେ ସ୍ଵାମୀମIନେ ଦିନସାର ପରିଶ୍ରମକରି ଯାହା ରୋଜଗାର କରୁଛନ୍ତି, ତାହାର ବଡ଼ ଅଂଶ ମଦ ପିଇବାରେ ଖର୍ଚ୍ଚ କରିଦେଉଛନ୍ତି । ଫଳରେ ପରିବାରର ଆର୍ଥିକ ସ୍ଥିତି ଦୁର୍ବଳ ହେଉଛି। ଗାଁର ସାମାଜିକ ପରିବେଶ ମଧ୍ୟ ଏଥିପାଇଁ ନଷ୍ଟ ହେଉଛି। ମଦ ବିକ୍ରି ସ୍ଥାନଗୁଡ଼ିକରେ ଅସାମାଜିକ କାର୍ଯ୍ୟକଳାପ, ଝଗଡ଼ା, ଗାଳିଗୁଲଜ ଓ ଅଶାନ୍ତି ବଢୁଛି ଓ ମହିଳା, ଛାତ୍ରୀଛାତ୍ର ଓ ବୟସ୍କ ଲୋକମାନେ ଅସୁରକ୍ଷିତ ମନେକରୁଛନ୍ତି ବୋଲି ଗ୍ରାମର ମହିଳା ମାନେ କହିଛନ୍ତି ।ଦାବିପତ୍ର ଦେବା ପରେ ସ୍ଥାନୀୟ ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ କଣ ପଦକ୍ଷେପ ନେଉଛି ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like