-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।

21-Jun-2026



କୋକସରା  (ତ୍ରିନାଥ ବେଶ୍ରା )
 ଓଡ଼ିଶା ରାଜ୍ୟ ସରକାର ଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ରହିଛି। ଏହି କ୍ରମରେ ଶନିବାର କୋକସରା ବ୍ଲକ ସଭାଗୃହରେ ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କୋକସରା ବ୍ଲକ ସଂଯୋଜକ ତ୍ରିଲୋକ୍ୟ ବେଶ୍ରା ଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ମୋର୍ଚ୍ଚା ସଭାପତି ତ୍ରିନାଥ ଶବର, ମୁଖ୍ୟ ବକ୍ତା ଭାବେ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଅଭିନାଶ ନନ୍ଦ,ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ କୋକସରା ବିଡ଼ିଓ ଡ଼. ହିମାଞ୍ଚଳ ମାଝୀ ଙ୍କ ସଭାପତିତ୍ୱ  ଏହି କାଯ୍ୟ କ୍ରମ ଅନୁଷ୍ଠିତ ହୋଇଥିଲା ଏବଂ ବିଜେପି ମୋଟେର ମଣ୍ଡଳ ସଭାପତି ଧର୍ମବ୍ରତ ପଣ୍ଡା, ଜିଲ୍ଲା ଏମଏସଏମଇ ବିଭାଗୀୟ ଅଧିକାରୀ ଯୁଗଳ କିଶୋର ତାଣ୍ଡି, ଲିଙ୍କନ ବାଗ, କୋକସରା ମଣ୍ଡଳ ଯୁବ ମୋର୍ଚ୍ଚା ସଭାପତି କ୍ଷୀରସିନ୍ଧୁ ନେଗି ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିବା ଶିକ୍ଷିତ ବେକାର ଯୁବକ ଯୁବତୀ ଙ୍କୁ ରାଜ୍ୟ ସରକାର ଙ୍କ ଦ୍ୱାରା ପରିଚାଳିତ ବିଭିନ୍ନ ଆତ୍ମ ନିର୍ଭରଶୀଳ ଓ ସ୍ୱାବଲମ୍ବୀ ଯୋଜନାରେ ଅନ୍ତର୍ଭୁକ୍ତ ସ୍କିଲ ଡେଭଲପମେଣ୍ଟ ତାଲିମ ଯୋଜନାରେ ମାଗଣାରେ ତାଲିମ ନେଇ ରୋଜଗାରକ୍ଷମ ହେବାକୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମ କୁ ମଞ୍ଚ ସଂଯୋଜନାରେ ବୈକୁଣ୍ଠ ଜାଲ ସହଯୋଗ କରିଥିଲେ।ଏହି ଅବସରରେ ସ୍କିଲ ଡେଭଲମେଣ୍ଟ ରେ ତାଲିମ ନେଇ ଆତ୍ମ ନିର୍ଭରଶୀଳ ଓ ସ୍ୱାବଲମ୍ବୀ ହୋଇଥିବା ଯୁବକ ଯୁବତୀ ଙ୍କ ସଫଳତାର କାହାଣି ର ବାର୍ତ୍ତା ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମ ରେ ବ୍ଲକ ର ବିଭିନ୍ନ ପଞ୍ଚାୟତ ରୁ ଶତାଧିକ ଯୁବକ ଯୁବତୀ ମାନେ ଅଂଶଗ୍ରହଣ କରିଥିଲେ। ବ୍ଲକ ସଂଯୋଜକ ଶ୍ରୀ ବେଶ୍ରା ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like