-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ

21-Jun-2026



ସାଲେଭଟା, (ବିନୋଦ ଦୀପ) ଓଡିଶା ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଆଜି ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମ ରେ ପିଇଓ ସୁରେନ୍ଦ୍ର କୁମାର ପଧାନ, ଏଡିଈଓ ମନୋଜ କୁମାର ଦାସ, ସରପଞ୍ଚ ବିଜୟ ବେହେରା, ୱାର୍ଡସଭ୍ୟ ବିଘ୍ନେଶ୍ୱର କୁମ୍ଭାର, ମହାଦେବ ପାଇକ ଚନ୍ଦନ, ସ୍ୱାସ୍ଥ୍ୟକେନ୍ଦ୍ର ର ଡ଼. ସୋନାଲି ସ୍ୱାଇଁ, ଏମ. ପି. ଏଚ. ଡବ୍ଲୁ ଜୋତ୍ସନାମୟୀ ମିଶ୍ର, ଏପିଇଚଡବ୍ଲୁ ପୁଷ୍ପିତାରିଣୀ ସୁନା, ସମାଜସେବିକା ତିଲୋତମ ପୋଢ଼ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର କାର୍ଯ୍ୟକ୍ରମ ରେ ଅନ୍ତୋଦୟ ଗୃହ ଯୋଜନାରୁ ୩ ଜଣ ହିତାଧିକାରୀ ଙ୍କୁ, ଅନ୍ନପୂର୍ଣ୍ଣା ଯୋଜନା ରେ 25 ଜଣ, ସୂର୍ଯ୍ୟଘର ଯୋଜନା ରେ 5 ଜଣ ହିତାଧିକାରୀ ଙ୍କୁ ଅତିଥି ଙ୍କ ଦ୍ୱାରା ବଣ୍ଟନ କରାଗଲା l ଅନ୍ୟ ମାନଙ୍କ ମଧ୍ୟରେ ଆଶାଦିଦି ହରିପ୍ରିୟା କୁମ୍ଭାର, ସନ୍ତୋଷିନୀ ସାହାଣୀ, ସମାଜ ସେବିକା ତିଲୋତମା ବେହେରା, ସମାଜସେବୀ ସଚ୍ଚିଦାନନ୍ଦ କନ୍ଧେର, ପ୍ରଶାନ୍ତ ଶିକ୍କା, ପିଣ୍ଟୁ ପାଣ୍ଡେ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like