-+91-9937148622 |
prerana_bgr@rediffmail.com |
Wednesday 24th June 2026 |
R.N.I. Regd No. ODIODI/2010/46693
Breaking News
09-Feb-2021
ଅନଗୁଳ (ପ୍ରେରଣା ଖବର) : ଅନୁଗୋଳ ଜିଲ୍ଲା ବଅଁରପାଳ ରେ ତେଲ ଚୋର ଧରିବାକୁ ପୁଲିସ ନାକେଦମ୍ ହୋଇଛି। ସାଦା ପୋଷାକରେ ଯାଇଥିବା ବଅଁରପାଳ ଥାନାର କିଛି ଅଧିକାରୀ ଓ କର୍ମଚାରୀଙ୍କ ଉପରେ ହୋଇଛି ନିସ୍ତୁକ ମାଡ଼ । ପିଲା ଚୋର ସନ୍ଦେହରେ ଆମନା ଓ ସଂଜପଡା ଗ୍ରାମବାସୀ ସୋମବାର ସନ୍ଧ୍ୟାରେ ପୁଲିସ ଉପରେ ସଂଘବଦ୍ଧ ଆକ୍ରମଣ କରିଥିଲେ। ଲୋକଙ୍କ ପଥର ଓ କାଚ ବୋତଲ ମାଡରେ ୩ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଏପଟେ ପୁଲିସ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ସୁଧୁରିଥିଲେ ମଧ୍ୟ ଗିରଫଦାରି ଭୟରେ ଉଭୟ ଗାଁ ପୁରୁଷଶୂନ୍ୟ ହୋଇଯାଇଛି!