-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||     

HOME   ଜିଲ୍ଲା

ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ

21-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି।ପ୍ରଧାନ ଶିକ୍ଷୟତ୍ରୀ ସେବାଶ୍ରୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସ୍ୱରୂପା ମଞ୍ଜରୀ ସାମନ୍ତରା ଓ ବରିଷ୍ଠ ଶିକ୍ଷୟତ୍ରୀ ନୂତନ ନାୟକ ଯୋଗର ଆବଶ୍ୟକତା ଓ ଦୈନନ୍ଦିନ ଜୀବନରେ ଏହାର ଗୁରୁତ୍ୱ ସମ୍ପର୍କରେ ନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ସେମାନେ ଯୋଗକୁ ସୁସ୍ଥ ଜୀବନଶୈଳୀର ଏକ ଅବିଚ୍ଛେଦ୍ୟ ଅଂଶ ଭାବେ ଗ୍ରହଣ କରିବା ପାଇଁ 

ଛାତ୍ରୀମାନଙ୍କୁ ପ୍ରେରଣା ପ୍ରଦାନ କରିଥିଲେ।କ୍ରୀଡା ଶିକ୍ଷୟତ୍ରୀ ଦୀପ୍ତିମୟୀ ବେହେରା ଛାତ୍ରୀମାନଙ୍କୁ ବିଭିନ୍ନ ଯୋଗାସନ ଓ ପ୍ରାଣାୟାମ ର ଉପକାରିତା ସମ୍ପର୍କରେ ଅବଗତ କରାଇଥିଲେ।ସେ ତାଡାସନ, ଶବାସନ,ଭୁଜଙ୍ଗାସନ,ବଜ୍ରାସନ,ପଦ୍ମାସନ, ସୂର୍ଯ୍ୟନମସ୍କାର ପ୍ରମୁଖ ଆସନ ର ପ୍ରଦର୍ଶନ କରି ସେଗୁଡିକ ଶରୀରକୁ ସୁସ୍ଥ,ସୁଦୃଢ ଓ ନମନୀୟ ରଖିବାରେ କିପରି ସହାୟକ ହୁଏ ସେ ବିଷୟରେ ବୁଝାଇଥିଲେ।ସେହିପରି ଅନୁଲୋମ-ଵିଲୋମ,କପାଳଭାତି ଓ ଭ୍ରାମରୀ ପ୍ରାଣାୟାମର ଅଭ୍ୟାସ କରାଇ ଏହା ମାନସିକ ଚାପ ହ୍ରାସ କରିବା,ଏକାଗ୍ରତା ବୃଦ୍ଧି କରିବା ଓ ଶ୍ୱାସକ୍ରିୟା କୁ ସୁଦୃଢ କରିବାରେ ସହାୟକ ବୋଲି କହିଥିଲେ।ଦଶମ ଶ୍ରେଣୀ ଛାତ୍ରୀ ତପସ୍ୱିନୀ ନାଏକ ମଧ୍ୟ ବିଭିନ୍ନ ଯୋଗାସନ ର ପ୍ରଦର୍ଶନ କରି ସହପାଠୀ ମାନଙ୍କୁ ଯୋଗର ଗୁରୁତ୍ୱ ବୁଝାଇଥିଲେ।ଏହି ଅବସରରେ ସୁସ୍ଥ ଜୀବନଯାପନ ଓ ନିୟମିତ ଯୋଗାଭ୍ୟାସ ପାଇଁ ସେ ସମସ୍ତ ଛାତ୍ରୀଙ୍କୁ ଶପଥ ପାଠ କରାଇଥିଲେ।ଏହି ଅବସରରେ ଚଳିତ ବର୍ଷର ଅନ୍ତର୍ଜାତୀୟ ଯୋଗ ଦିବସ ର ବାର୍ତ୍ତା 'ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ' ସମ୍ପର୍କରେ ଛାତ୍ରୀମାନଙ୍କୁ ସଚେତନ କରାଯାଇ ଥିଲା।କାର୍ଯ୍ୟକ୍ରମ ରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼.ମୁକେଶ ମହାଳିଙ୍ଗଙ୍କ 

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଦତ୍ତ ବାର୍ତ୍ତାକୁ ବିଦ୍ୟାଳୟ ର ଶିକ୍ଷକ ହରି ଖେତୀ ପାଠ କରି ଶୁଣାଇଥିଲେ।ଯୋଗକୁ ଜନ ଆନ୍ଦୋଳନରେ ପରିଣତ କରି ସୁସ୍ଥ ଓ ସଶକ୍ତ ଭାରତ ଗଠନର ଆହ୍ୱାନ ଏହି ବାର୍ତ୍ତାରେ ପ୍ରତିଫଳିତ ହୋଇ ଥିଲା।କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟକ ଛାତ୍ରୀ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ।ଶେଷରେ ଯୋଗ ଦିବସ କାର୍ଯ୍ୟକ୍ରମ ରେ ସାମିଲ ହୋଇଥିବା ସମସ୍ତ ଛାତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026

You Might Also Like

                                   
  ଜିଲ୍ଲା  

ବରୀ ରେ ବନ୍ୟା