-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ

21-Jun-2026



ବରଗଡ଼: ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ପକ୍ଷରୁ ସଭାପତି ସର୍ଦାର ପ୍ରିତମ ସିଂହ ଙ୍କ ସଭାପତିତ୍ବରେ ୨୭ ତମ ବାର୍ଷିକ ଉତ୍ସବ ପାଳିତ ହୋଇ ଯାଇଅଛି । ଏଥିରେ ମୁଖ୍ୟ ଅତିଥି ଭାବେ ବରଗଡ଼ ବିଧାୟକ ଶ୍ରୀ ଅଶ୍ବିନୀ ଷଡ଼ଙ୍ଗୀ ଯୋଗ ଦେଇସମସ୍ତ ଅଟୋ ରିକ୍ସା ମାଲିକ ଓ ଅଟୋ ଚାଲକ ମାନଙ୍କ ସମସ୍ୟା ର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ । iଅନ୍ୟାନ୍ୟ ମଞ୍ଚାସିନ ସମ୍ମାନିତ ଅତିଥି ମାନଙ୍କ ମଧ୍ୟରେ ବରଗଡ ପୌରପାଳିକା ନିର୍ବାହୀ ଅଧିକାରୀ ଦେବାନନ୍ଦ ସାହୁ, ବରଗଡ଼ ପରିବହନ ଅଧିକାରୀ ଶ୍ରୀ  ସାବୁଆ ମାଝୀ, ବରଗଡ଼ ଆଇ. ଆଇ. ସି .ଚିତ୍ତରଞ୍ଜନ ମେହେର ଯୋଗ ଦେଇ ଅଟୋ ମାଲିକ

ମାନଙ୍କ ସେବା ମନୋଭାବ କୁ ଭୂୟସୀ ପ୍ରଶଂସା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସ୍ବତନ୍ତ୍ର ଅତିଥି ସେଖ ନଜିମୁଦ୍ଧିନ, ସଂପାଦକ ସୁଦର୍ଶନ ମହାନ୍ତି ଯୋଗ ଦେଇ ନିଜ ନିଜ ବକ୍ତବ୍ୟ ଉପସ୍ଥାପିତ କରିଥିଲେ । ଉପଦେଷ୍ଟା ତଥା ସାମ୍ବାଦିକ ଆଶୁତୋଷ ରଥ ମଞ୍ଚ ପରିଚାଳନା କରିଥିଲେ । ଏହି ପରିପ୍ରେକ୍ଷୀରେ  ଉଲ୍ଲେଖନୀୟ ଅବଦାନ ପାଇଁ କେତେକ ସାମ୍ବାଦିକ ବନ୍ଧୁ ମାନଙ୍କୁ ସ୍ମୃତି ଚିହ୍ନ, ଉପଢୌକନ ଓ ପୁଷ୍ପ ଗୁଛ ଦେଇ ସମ୍ମାନିତ କରିଥିଲେ। ସକାଳ ୮ଘଣ୍ଟା ସମୟରେ ତିନି ଶହ ଅଟୋ ଚାଳକ ମାନଙ୍କ ଏକ ଅଟୋ ରେଲି ଲୋକମଣ୍ଡପ ପଡ଼ିଆରୁ ବାହାରି ନଗର ପରିକ୍ରମା ପରେ ବିଜୁ ପଟ୍ଟନାୟକ ଟାଉନ ହଲରେ ପହଁଞ୍ଚିଥିଲା। ଉକ୍ତ ସମସ୍ତ କାର୍ଯ୍ୟକ୍ରମ କୁ ସଫଳ କରିବାରେ ଶ୍ରୀ ଜୟ ତାଣ୍ଡି,ଯୁଗନୁ ସିଂହ, ରାଜେଶ ମୁରଜନୀ, ପ୍ରଶାନ୍ତ କୁମ୍ଭାର,ହରିଷ କୁମ୍ଭାର, ଇନ୍ଦ୍ର ସାହୁ,ତରଣୀ ସୁରଜାଲ,ବନମାଳୀ ପାତ୍ର, ସୁଶାନ୍ତ ଦାସ, ନିରଞ୍ଜନ କୁମ୍ଭକାର,ବୁଲୁ ଦଳେଇ,କିଶୋର ସୁନା,ବୃନ୍ଦାବନ ବେହେରା,ରମେଶ ଦାଶ୍,ସଂଜୀବ ପାଢ଼ୀ, ସୁରେନ୍ଦ୍ର ଦାଶ୍,ମନୋଜ ଜୁଆଡ଼ି,ଦାମ ସାହୁ ସହ  ଅନ୍ୟାନ୍ୟ ପ୍ରମୂଖ ସଦସ୍ୟ ସହଯୋଗ କରିଥିଲେ।
ଶେଷରେ ସାରଥୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।
         ----------×××----------


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା