-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।             

21-Jun-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବର୍ତମାନ  ପରିପ୍ରେକ୍ଷୀରେ ନିଜକୁ ଖାପ ଖୁଆଇବା ସହିତ ସୁସ୍ଥ ଜୀବନ ଯାପନ ପାଇଁ ଠିକ ଭାବରେ ଖାଦ୍ୟପେୟ ଗ୍ରହଣ କରିଲେ ଏବଂ ନୀତି ପ୍ରତିଦିନ ପ୍ରାଣାୟାମ ବ୍ୟାୟାମ କଲେ ନିଶ୍ଚିତ ସଫଳତା ମିଳିବ।ଯାହାକି ଆଦର୍ଶ ବ୍ୟକ୍ତିଙ୍କ ପାଇଁ ଯୋଗର ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଆଜି ବିଶ୍ଵ ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବିନିକା ସହର ସମେତ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଶତାଧିକ ପୁରୁଷ ଓ ମହିଳା ଯୋଗ ଅଭ୍ୟାସ କରିଛନ୍ତି ।ସ୍ଥାନୀୟ ସିଦ୍ଧାର୍ଥ ଡିଗ୍ରୀ କଲେଜ ଗରୁଡ଼ କ୍ୟାମ୍ପସ ଠାରେ ବିନିକା ବ୍ଲକ ତରଫରୁ ଅନୁଷ୍ଟିତ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମରେ ଶତାଧିକ ପୁରୁଷ ଓ ମହିଳା ଅଂଶ ଗ୍ରହଣ କରିଥିଲେ।ସେହିଏଏପରି ବ୍ଲକ ଅଧିନସ୍ଥ ବିଶାଳପାଳି ଉପର ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ମାନଭଞ୍ଜନ ବାଘଙ୍କ ପ୍ରତେକ୍ଷ୍ୟ ତତ୍ତ୍ୱାବଧାନରେ ଅନୁଷ୍ଠିତ ଯୋଗ ଶିବିରରେ ସ୍କୁଲ ଷ୍ଟାଫ,ୱାର୍ଡ ପ୍ରତିନିଧି ଯୋଗଦେଇ ଯୋଗ ଅଭ୍ୟାସ କରିଥିଲେ ।ଅନ୍ୟ ପକ୍ଷରେ ବ୍ଳକ  କାର୍ଯ୍ୟାଳୟ,ସିଦ୍ଧାର୍ଥ ଡ଼ିଗ୍ରୀ କଲେଜ,ବାଉଁସୁନି ଶ୍ରୀ ଜଗନ୍ନାଥ କଲେଜ,ବିନିକା ମହିଳା ଜୁନିଅର କଲେଜ,ଆଦର୍ଶ ବିଦ୍ୟାଳୟ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଯୋଗ ଦିବସ ପାଳିତ ହୋଇଯାଇଛି।ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ ଥିବାରୁ ଏଥିରେ ଛାତ୍ର ଛାତ୍ରୀ ଯୋଗଦେଇ ଯୋଗ ପ୍ରାଣାୟାମ ବ୍ୟାୟାମ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା