-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ

21-Jun-2026



ବରଗଡ଼:  ଆଜି ରବିବାର ଦିନ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମ ରେ ନୂତନ ଶ୍ରୀ ଶ୍ରୀ ସତ୍ୟ ସାଇ ବାବା ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଖୁବ ଧୁମ୍ ଧାମ ରେ ପାଳିତ ହୋଇଥିଲା । ଏହି ଅବସର ରେ ନିଷ୍ଠା ପରିବାର ଓ ଶ୍ରୀ ସତ୍ୟ ସାଇ ସେବା ସଂଗଠନ, କଟାପାଲି ର ମିଳିତ ଆନୁକୁଲ୍ୟରେ ଏକ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର କୁ ପୂର୍ବତନ ଜ଼ିଲ୍ଲା ସଭାପତି ସୋନପୁର ଗୁଣନିଧି ପାତ୍ର ବରେଣ୍ୟ ଅତିଥି ଭାବରେ ଯୋଗ ଦେଇ ଫିତା କାଟି ଆନୁଷ୍ଠାନିକ ଭାବରେ ଶୁଭାରମ୍ଭ କରିଥିଲେ। ଏହି ଶିବିର ରୁ ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୩୭ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରକ୍ତ ଭଣ୍ଡାର ମାନଙ୍କ ରେ ରକ୍ତ ର ଘୋର ସଙ୍କଟ ଥିବା ବେଳେ ଉପରୋକ୍ତ ସଂଗୃହୀତ ରକ୍ତ ଅନେକ ଅସହାୟ ରୋଗୀଙ୍କ ମୁଁହ ରେ ହସ ଫୁଟାଇବ ବୋଲି ଅତିଥି ମାନେ ପ୍ରକାଶ କରିଥିଲେ । ନିଷ୍ଠା ପରିବାର କୁ ମନ୍ଦିର ପ୍ରତିଷ୍ଠା ମହୋତ୍ସବ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ରକ୍ତ ଦାନ ଶିବିର ଆୟୋଜନ ପାଇଁ ଆମ ନିଷ୍ଠା ପରିବାର ତରଫ ରୁ ସତ୍ୟ ସାଇ ସେବା ସଂଗଠନ, କଟାପାଲି କୁ ଏକ ସ୍ମୃତି ଫଳକ ଦେଈ ସମ୍ବର୍ଦ୍ଧିତ କରାଯାଇ ଥିଲା।ଏହି ଶିବିର କୁ ନିଷ୍ଠା ପରିବାର ସଦସ୍ୟ ସଦସ୍ୟା ଓ ସତ୍ୟ ସାଇ ସେବା ସଂଗଠନ, କଟାପାଲି ସଦସ୍ୟ ସଦସ୍ୟା ମାନେ ସୁପରିଚାଳନା କରିଥିଲେ। 
         ----------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା