-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

ପ୍ରଶାସନ ର ଦୃଷ୍ଟି ପଡ଼ୁ

21-Jun-2026



ନବରଙ୍ଗପୁର :(ପ୍ରିୟଦର୍ଶିନୀ ପାତ୍ର)
-ପାପଡ଼ା ହାଣ୍ଡି ବ୍ଲକ ଅନ୍ତର୍ଗତ ନାକଟିଗୁଡ଼ା ଗ୍ରାମ ପଞ୍ଚାୟତର ଶ୍ରୀମତୀ ଶୁକଳ ଭତ୍ରା ଜଣେ ବିଧବା ଓ ଭିନ୍ନକ୍ଷମ ମହିଳା। ସ୍ୱାମୀଙ୍କ ମୃତ୍ୟୁ ପରେ ସେ ଅତ୍ୟନ୍ତ ଦୟନୀୟ ପରିସ୍ଥିତିରେ ଜୀବନ ବିତାଉଛନ୍ତି। ଚାଲିବାରେ ଅସମର୍ଥ ହୋଇଥିବାରୁ ସେ ନିଜର ଦୈନନ୍ଦିନ ଜୀବନ ମଧ୍ୟ ସ୍ୱାବଳମ୍ବୀ ଭାବେ ଚଳାଇ ପାରୁନାହାନ୍ତି। ପଡ଼ୋଶୀ ମାନଙ୍କ ସହଯୋଗରେ ପ୍ରତିଦିନ ଖାଦ୍ୟ ପାଇ ତାଙ୍କର ଜୀବନ କଷ୍ଟେମଷ୍ଟେ ଚାଲିଛି।ତାଙ୍କର ୧୦ ବର୍ଷ ବୟସର ଝିଅ ଚତୁର୍ଥ ଶ୍ରେଣୀରେ ପାଠ ପଢ଼ୁଛି। କିନ୍ତୁ ମା'ଙ୍କ ଭିନ୍ନକ୍ଷମତା କାରଣରୁ ଝିଅର ଆଧାର କାର୍ଡ ମଧ୍ୟ ଏପର୍ଯ୍ୟନ୍ତ ହୋଇ ପାରିନାହିଁ।

ଏହା ଫଳରେ ସରକାରୀ ଯୋଜନାର ସୁବିଧା ପାଇବାରେ ମଧ୍ୟ ସମସ୍ୟା ସୃଷ୍ଟି ହେଉଛି।ସ୍ଥାନୀୟ ମା' ସମୂହର ସଦସ୍ୟା ପ୍ରମିଳା ଭତ୍ରା, ରୁକ୍ମଣୀ ମାଝୀ, ପୁଷ୍ପା ମାଝୀ, ରତନା ମାଝୀ, ବଇଦି ମାଝୀ ଓ କୁମାରୀ ମାଝୀ ପ୍ରଶାସନଙ୍କୁ ନିବେଦନ କରିଛନ୍ତି ଯେ, ଶ୍ରୀମତୀ ଶୁକଳ ଭତ୍ରାଙ୍କୁ ଯଥାଶୀଘ୍ର ରାସନ (ଚାଉଳ) କାର୍ଡ, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା ପ୍ରଦାନ କରାଯାଉ ଏବଂ ତାଙ୍କ ଝିଅର ଆଧାର କାର୍ଡ କରାଇବା ପାଇଁ ସମ୍ପୃକ୍ତ ବିଭାଗ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରନ୍ତୁ। ମାନବିକତା ଦୃଷ୍ଟିରୁ ଏହି ପରିବାର ପ୍ରତି ଜିଲ୍ଲା ଓ ବ୍ଲକ ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ଆବଶ୍ୟକ ସରକାରୀ ସହାୟତା ପ୍ରଦାନ କରିବେ ବୋଲି ସ୍ଥାନୀୟ ଲୋକମାନେ ଆଶା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା