-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||     

HOME   ଜିଲ୍ଲା

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା

21-Jun-2026



ଆଗଲପୁର, (ବିନୋଦ ଦୀପ) ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଗଲପୁର ବ୍ଲକ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା l ପିଇଓ ଅଲି ବାରିକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସରପଞ୍ଚ ରବିନ୍ଦ୍ର ସାହୁ, ସମିତି ସଭ୍ୟା ସତ୍ୟବତୀ କୁଅଁର, ଖାଦ୍ୟ ଓ ଯୋଗାଣ କାର୍ଯ୍ୟାଳୟ ଆଗଲପୁର ରୁ ସର୍ବେଶ୍ୱର ପୁଟେଲ ଉପସ୍ଥିତ ଥିଲେ l

ଆଜିର ଜନ କଲ୍ୟାଣ ଶିବିରରେ ଆୟୁଷ୍ମାନ ଭାରତ ପ୍ରଦାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ରେ 9 ଜଣ ହିତାଧିକାରୀ ଙ୍କୁ, ଆୟୁଷ୍ମାନ ବୟ ବନ୍ଦନା ଯୋଜନା 2 ଜଣ, ମଧୁବାବୁ ପେନସନ ଯୋଜନା 2 ଜଣ ଓ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା 12 ଜଣ ଙ୍କୁ ପ୍ରଦାନ କରାଗଲା l ଆଜିର କାର୍ଯ୍ୟକ୍ରମ ରେ ହିତାଧିକାରୀ ଙ୍କ ସମେତ ବହୁ ସଂଖ୍ୟାରେ ମହିଳା ଓ ପୁରୁଷ ଉପସ୍ଥିତ ରହିବା ସହ ପଂଚାୟତ ଷ୍ଟାଫ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026

You Might Also Like