-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

21-Jun-2026



ବଲାଙ୍ଗୀର(ପ୍ରେରଣା ଖବର) ରବିରାର ଦିନ ବିଶ୍ୱ ଯୋଗ ଦିବସ, ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ଲାଲଟିକ୍ରା ବଲାଂଗିର, ପକ୍ଷରୁ ଭୀମ ଭୋଇ ଭେଷଜ ମହାବିଦ୍ୟାଳୟ କ୍ୟାମ୍ପସରେ ପାଳିତ ହୋଇ ଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଭୀମ ଭୋଇ ମେଡିକାଲ କଲେଜ ଅଧ୍ୟକ୍ଷ ଡାକ୍ତର ଶ୍ରୀମତୀ ସ୍ୱୟଂ ପ୍ରଭା ପ୍ରଧାନ । ମୂଖ୍ୟ ଅତିଥି ରୂପେ ଯୋଗ ଦେଇ ଯୋଗର ଉପାଦେୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରି, ଲୋକ ମାନଙ୍କୁ ଯୋଗ କରିବା ପାଇଁ ପ୍ରବର୍ତ୍ତାଇ ଥିଲେ । ଯୋଗ ଜୀବନର ଅବିଚ୍ଛେଦ୍ୟ ଅଂଶ । ଯୋଗ ଦ୍ୱାରା ଜୀବନ ସରସ ସୁନ୍ଦର ଗଢ଼ି ତୋଳି ହୁଏ । ଯୋଗ କେବେ କାହାଦ୍ୱାରା ସୃଷ୍ଟି ହୋଇଥିଲା, ତାହା ଉପରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ । ତତ୍ ସହିତ ସମ୍ମାନୀତ ଭୀମ ଭୋଇ ମେଡିକାଲ କଲେଜର ଡାକ୍ତର ଦିବ୍ୟ ପ୍ରସନ୍ନ ମହାନ୍ତି ଓ ଡାକ୍ତର ଜୟନ୍ତୀ ନାଏକ ପ୍ରମୁଖ ଉପସ୍ଥିତ ଥିଲେ । ଅନ୍ୟତମ ପ୍ରମୁଖ ସମ୍ମାନିତ ଅତିଥି ଅନୁଷ୍ଠାନର ସଭାପତି ଶ୍ରୀଯୁକ୍ତ ସୀତାରାମ ଦାଶ, ସଂମ୍ପାଦକ ହ୍ୟୁମ୍ ମହମ୍ମଦ୍ କୋଷାଧ୍ୟକ୍ଷ ନୀଳକଣ୍ଠ ମେହେର, ମୁଖ୍ୟ ପରାମର୍ଶଦାତା ଆନନ୍ଦ ଚନ୍ଦ୍ର ବେହେର ସଭାକୁ ସାଫଲ୍ୟମଣ୍ଡିତ କରି ଥିଲେ । ଉକ୍ତ କାର୍ଯ୍ୟକୁ ସାଇନଟିଷ୍ଟ ମନୋଜ କୁମାର ବାରିକ୍ ପରିଚାଳନ କରି ଅନୁଷ୍ଠାନର ସୃଷ୍ଟି ସମ୍ପର୍କରେ ଲୋକମାନଙ୍କୁ ସମ୍ୟକ୍ ସୂଚନା ପ୍ରଦାନ କରି  ଯୋଗ ଶିକ୍ଷକ ଦ୍ବୟ ଶ୍ରୀଯୁକ୍ତ ବିରଞ୍ଚି ଗହୀର ଓ ସହଦେବ ଧରୁଆଙ୍କୁ ବିଶ୍ୱ ଯୋଗ ଦିବସର ପ୍ରୋଟୋକଲ ଅନୁଯାୟୀ, ଯୋଗକୁ ଆଗେଇ ନେବା ପାଇଁ ମନୋଜ କୁମାର ବାରିକ ଆମନ୍ତ୍ରିତ କରିଥିଲେ ।

ଏହି ମହତ୍ କାର୍ଯ୍ୟକ୍ରମକୁ ଆଗେଇ ନେବାରେ ବହୁତ ଲୋକଙ୍କ ଭୂମିକା ରହିଛି ।  ଲକ୍ଷ୍ମଣ ମିଶ୍ର, ସୂର୍ଚ୍ଚନ ପୁଟେଲ୍, କାମେଶ୍ୱର ମହାଳିକ, ଶୁଶାନ୍ତ କୁମାର ପଣ୍ଡା, ଆନନ୍ଦ ଚନ୍ଦ୍ର ସାଏ, ଅଚ୍ୟୁତାନନ୍ଦ ରାଉତ୍, ବିକାଶ କୁମାର୍ ପଟେଲ, ଟଙ୍କଧର ମହାକୁର, ବିଶ୍ୱନାଥ ସାଏ, ବୃନ୍ଦାବନ ପାଣ୍ଡେ, ସୁବ୍ରତ ପଟେଲ ଆଦି ସଭ୍ୟମାନଙ୍କ ପୂର୍ଣ୍ଣ ସହଯୋଗରେ । ଅନ୍ତର୍ଜାତୀୟ ଯୋଗ ଦିବସ ସାଫଲ୍ୟ ମଣ୍ଡିତ ହୋଇ ପାରିଥିଲା। ଉକ୍ତ କାର୍ଯ୍ୟକ୍ରମରେ ଶତାଧିକ ଲୋକ ସାମିଲ୍ ହୋଇ ଯୋଗକୁ ଜୀବନର ଅବିଚ୍ଛେଦ୍ୟ ଅଂଶ ଭାବରେ ଗ୍ରହଣ କରିବା ପାଇଁସଭାରେ ଲୋକଙ୍କୁ କାମେଶ୍ୱର ମହାଳିକ ଶପଥ ପାଠ କରାଇଥିଲେ । ଶେଷରେ ଯୋଗ ଶିକ୍ଷକ ଶ୍ରୀଯୁକ୍ତ ସହଦେବ ଧରୁଆ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା