-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ

21-Jun-2026



(ରଂଜିତ ମହାନ୍ତି )
ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଯାଜପୁର ବ୍ଳକ ଛତିଶଦେବିଲର ଫାସୀ ପଡିଆଠାରେ  ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ ତମ ବଳିଦାନ ଦିବସ ପାଳିତ ହୋଇଯାଇଛି । ସ୍ମୃତି କମିଟିର ସଭାପତି କାମଦେବ ବିଶ୍ୱାଳ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାରୋହରେ ଅଖିଳଚକ୍ରର ସଭାପତି ଏବଂ ବିଶିଷ୍ଠ ଗାଳ୍ପିକ ରାଜ୍ୟବର୍ଦ୍ଧନ ଧଳମହାପାତ୍ର ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ । ରାଜ୍ୟର ବହୁ ବିଶିଷ୍ଠ ବ୍ୟକ୍ତିମାନେ ଏଥିରେ ଯୋଗ ଦେଇ କହିଲେ ଯେ ୧୮୫୭ ମସିହା ମେ-୧୦ ତାରିଖରେ ମିରଟଠାରେ  ଆରମ୍ଭ ହୋଇଥିବା  ସିପାହୀ ବିଦ୍ରୋହ ସାରା ଭାରତ ବର୍ଷରେ ଆନ୍ଦୋଳନର ରୂପ ନେଇଥିଲା । ଏହା ଇଷ୍ଟଇଣ୍ଡିଆ କମ୍ପାନୀ ବିରୁଦ୍ଧରେ ଆରମ୍ଭହୋଇଥିବା ବିଦ୍ରୋହ ଯାଜପୁର ଜିଲ୍ଲାର ଛତିଶ ଦେବିଲ, ବାଲିଆ,ବରୁହାଁ ପ୍ରଗନାରେ ମଧ୍ୟ ମୁଣ୍ଡ ଟେକିଥିଲା । ଏହି ପ୍ରଥମ ସ୍ୱାଧିନତା ସଂଗ୍ରାମରେ ଓଡିଶାର ଖୋର୍ଦ୍ଧାରେ କ୍ରାନ୍ତିବୀର ଜୟୀରାଜଗୁରୁ ଏବଂ ଛତିଶ ଦେବିଲର ଶ୍ରୂତି ବିଶ୍ୱାଳ ଦୁଇଜଣଙ୍କୁ ଅତି ନିର୍ମମ ଭାବେ ଫାସୀ ଦିଆଯାଇଥିଲା । ଉପକୂଳ ଅଂଚଳରେ ରାମକୃଷ୍ଣ ସାମନ୍ତସିଂହାରଙ୍କ ନେତୃତ୍ୱରେ ଶ୍ରୂତି ବିଶ୍ୱାଳ ଦୃଢତାର ସହ ଇଷ୍ଟଇଣ୍ଡିଆ କମ୍ପାନୀର ନୀତି, ଓ ଶୋଷଣ ବିରୁଦ୍ଧରେ ସଂଗ୍ରାମ କରି ଛତିଶ ଦେବିଲର ଫାସୀପଡିଆ ଠାରେ ଥିବା ବର ଗଛରେ ଫାସୀ ପାଇ ଦେଶ ପାଇଁ ପ୍ରାଢଣବଳୀ ଦେଇଥିଲେ ହେଁ ଐତିହାସିକ ମାନେ ତାଙ୍କ ପ୍ରତି ଗୁରୁତର ଅବହେଳା କରିଥିବା ମତ ପ୍ରକାଶ ପାଇଥିଲା । ଏଥିରେ ପୁର୍ବତନ ବିଧାୟିକା ସୁନନ୍ଦା ଦାସ, ବିଜେପି ରାଜ୍ୟ ମହିଳା ମୋର୍ଚ୍ଚାର ସଭାପତି ଡଃ ଐଶୁର୍ଯ୍ୟା ରାୟ,ସ୍ତମ୍ଭକାର ହରେକୃଷ୍ଣ ପଣ୍ଡା,ସନ୍ତୋଷ କୁମାର  ଦାସ, ଅଟଳବିହାରୀ ନାୟକ ବିଜେପିନେତା ସଂଗ୍ରାମ କେଶରୀ ପାତ୍ର,ଦେବେନ୍ଦ୍ର ଦାସ,ପ୍ରମୁଖ ଶହୀଦ ଶ୍ରୂତି ବିଶ୍ୱାଳର ସ୍ମୃତିରକ୍ଷା ଓ ସରକାରୀ ମାନ୍ୟତା ପାଇଁ ଉଦବେଗ ପ୍ରକାଶ କରିଥିଲେ । ଏହି ଅବସରରେ ସ୍ମୃତି କମିଟି ପକ୍ଷରୁ ସ୍ୱାଧିନତା ସଂଗ୍ରାମୀଙ୍କ ଦାୟାଦ ଡଃ ଶ୍ରୀହରି ଧଳ, ଅନ୍ୟ କୃତୀତ୍ୱ ସମ୍ପନ୍ନ ବ୍ୟକ୍ତି ଶିକ୍ଷାବିତ ଶରତ କୁମାର ବିଶ୍ୱାଳ, ପରିବେଶ ବିତ ପ୍ରଦୀପ ବିଶ୍ୱାଳ,ୟୁଟଵର କମଳାକାନ୍ତ ସ୍ୱାଇଁ,ସହୀଦଙ୍କ ଦା ୟଦ ଫକୀର ମଲ୍ଲିକ, ସରୋଜ ବିଶ୍ୱାଳ ଓ କ୍ୟାପଟେନ ତ୍ରୀଲୋଚନ ବିଶ୍ୱାଳଙ୍କୁ   ଓଉପଢୈାକନ ପୁଷ୍ପଗୁଚ୍ଛ ସହିତ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମ ଗୁଡିକର ସଂଯୋଜନା କରିଥିଲେ ଅଧ୍ୟାପକ ସୁକାନ୍ତ ବିଶ୍ୱାଳ, ବିବରଣୀ ପାଠ କରିଥିଲେ ସନ୍ତୋଷ କୁମାର ବିଶ୍ୱାଳ,ପରିଚୟ ପ୍ରଦାନ କରିଥିଲେ ସୁକାନ୍ତ ବିଶ୍ୱାଳ, ସୂର୍ଯ୍ୟମଣୀ ବିଶ୍ୱାଳ ଓ ନୀଳମଣୀ ବିଶ୍ୱାଳ ଅତିଥିମାନଙ୍କୁ ଅଭ୍ୟର୍ଥନା ଜଣାଇଥିଲେ । ଶେଷରେ ବିଜୟ କୁମାର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ରେ ପୂର୍ବତନ ସରପଞ୍ଚ ଗୋପାଳ ଚନ୍ଦ୍ର ବିଶ୍ୱାଳ, ଅଶ୍ୱିନୀ କୁମାର ବିଶ୍ୱାଳ,ପାର୍ଥ ପ୍ରତିମ ବିଶ୍ୱାଳ,ପୂର୍ଣ ଚନ୍ଦ୍ର ବିଶ୍ୱାଳ, ପ୍ରାଣକୃଷ୍ଣ ବିଶ୍ୱାଳ, ରାମଚନ୍ଦ୍ର ବିଶ୍ୱାଳ, ଦେବବ୍ରତ ବିଶ୍ୱାଳ, ଦିଲ୍ଲୀପ ବିଶ୍ୱାଳ, ସଂଜୀବ ବିଶ୍ୱାଳ, ମଧୁସୁଦନ ବିଶ୍ୱାଳ, ସାମ୍ବାଦିକ ସଂଜୀବ ବିଶ୍ୱାଳ, ପ୍ରେମାନନ୍ଦ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା