-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ

22-Jun-2026



ଆଗଲପୁର, (ବିନୋଦ ଦୀପ) ଓଡିଶା ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ଆଗଲପୁର ବ୍ଲକ ଲୁହୂରମୁଣ୍ଡା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ପିଇଓ ଗୁଣନିଧି ଦଣ୍ଡସେନା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ନାଏବ ସରପଞ୍ଚ କମଳକାନ୍ତ ଥନାପତି, ନୋଡାଲ ଅଧିକାରୀ ଶୁକଦେବ ନାଏକ ଯୋଗ ଦେଇଥିଲେ l ଆଜି କାର୍ଯ୍ୟକ୍ରମ ରେ ସୁଭଦ୍ରା ମଁl, ଲକ୍ଷପତି ଦିଦି ଓ ମମତା ମା ମାନଙ୍କ ସଫଳତା କାହାଣୀ ବିଷୟରେ ଆଲୋକପାତ ହୋଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ଆଶା, ଅଙ୍ଗନବାଡି, ଏମ ବିକେ ଉପସ୍ଥିତ ରହିବା ସହ ବହୁ ସଂଖ୍ୟାରେ ପଂଚାୟତ ର ମା ଓ ଲୋକ ମାନେ ଯୋଗଦେଇ କାର୍ଯ୍ୟକ୍ରମ କୁ ସଫଳ କରିଥିଲେ l ଗତକାଲି କାର୍ଯ୍ୟକ୍ରମ ରେ ମଧୁବାବୁ ପେନସନ 6 ଜଣ, ଅନ୍ତଦ୍ୱୟ ଗୃହ ଯୋଜନା 3 ଜଣ ହିତାଧିକାରୀ ଙ୍କୁ ବଣ୍ଟନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା