-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||     

HOME   ଜିଲ୍ଲା

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ

22-Jun-2026



ଆଗଲପୁର, (ପ୍ରେରଣା ଖବର) ଓଡିଶା ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ଆଗଲପୁର ବ୍ଲକ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ସରପଞ୍ଚ ଅଶୋକ ପଟେଲ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ କାର୍ଯ୍ୟ ପରିଚାଳନା କରିଥିଲେ ସାର୍ତ୍ତ ପୁଟେଲ, ନୋଡାଲ ଅଫିସର ସୁନୀଲ ସାହୁ, ଏଡିଈଓ ଚିତ୍ତରଞ୍ଜନ ଭୋଇ, ଯୋଗାଣ ଜୟ କିଶୋର ପଟେଲ, ସମିତି ସଭ୍ୟ ଉମାକାନ୍ତ ପଟେଲ ଯୋଗ ଦେଇଥିଲେ l

ଆଜି କାର୍ଯ୍ୟକ୍ରମ ରେ ସୁଭଦ୍ରା ମଁl, ଲକ୍ଷପତି ଦିଦି ଓ ମା ମାନଙ୍କ ସଫଳତା କାହାଣୀ ବାବଦରେ ଆଲୋଚନା ହେବା ସହ ସ୍ୱଚ୍ଛତା ଉପରେ କାର୍ଯ୍ୟକ୍ରମ ହୋଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ଆଶା, ଅଙ୍ଗନବାଡି, ଏମ. ବିକେ ସହ ଅନେକ ସଂଖ୍ୟାରେ ପଂଚାୟତ ଲୋକେ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ଗତକାଲି କାର୍ଯ୍ୟକ୍ରମ ରେ ପଂଚାୟତ ପକ୍ଷରୁ ଅନ୍ତୋଦୟ ଗୃହ ଯୋଜନା 2 ଆୟୁଷ୍ମାନ ସ୍ୱାସ୍ଥ୍ୟକାର୍ଡ 20 ନୂତନ ରାସନକାର୍ଡ 20, ଭତ୍ତା 4 ଜଣ ହିତାଧିକାରୀ ଙ୍କୁ ବଣ୍ଟନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026

You Might Also Like

               
  ଜିଲ୍ଲା  

ବରୀ ରେ ବନ୍ୟା