-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ

22-Jun-2026



ମାଲକାନଗିରି(କେଶବ ଚନ୍ଦ୍ର ନାୟକ):  ମାଥିଲି ତହସିଲ ଅନ୍ତର୍ଗତ ମୁଣ୍ଡଗୁଡ଼ା ମୌଜାର ଖାତା ନମ୍ବର ୩୫ ରେ ଚାଲିଥିବା ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ସମ୍ପର୍କରେ ପୀଡ଼ିତ ପରିବାର ପକ୍ଷରୁ ସମ୍ପୃକ୍ତ ପ୍ରଶାସନକୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କୌଣସି ସନ୍ତୋଷଜନକ ସମାଧାନ ହୋଇନାହିଁ ।
ଫଳରେ ପୀଡ଼ିତ ପରିବାର ନ୍ୟାୟ ପ୍ରଦାନ ପାଇଁ ସମାଜସେବୀ ଶରତ ଚନ୍ଦ୍ର ବୁରୁଦା ଙ୍କୁ ଏ ବିଷୟ ରେ ଜଣାଇଛନ୍ତି ।
ଅଭିଯୋଗ ଅନୁଯାୟୀ, ବିସ୍ଥାପିତ ଓ ଅଧିଗୃହୀତ ଜମିର ହିତାଧିକାରୀ ପରିବାରମାନଙ୍କୁ ସରକାରଙ୍କ ନିର୍ଦ୍ଧାରିତ କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟାରେ ବଂଶଜ ତାଲିକାରେ ହେରଫେର କରାଯାଇଥିବା ସହ ଜଣେ ଜୀବିତ ଓ ଅସହାୟ ମହିଳାଙ୍କୁ ସରକାରୀ ରେକର୍ଡରେ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ କରାଯାଇଥିବା ଭଳି ଗୁରୁତର ଅଭିଯୋଗ ହୋଇଛି ।ପୀଡ଼ିତା ପ୍ରଥମେ ସମ୍ପୃକ୍ତ ଜମି ଅଧିଗ୍ରହଣ କର୍ତ୍ତୃପକ୍ଷ ଙ୍କ ନିକଟରେ ଅଭିଯୋଗ କରିଥିଲେ। ପରବର୍ତ୍ତୀ ସମୟରେ ସେ ଜିଲ୍ଲା ପ୍ରଶାସନଙ୍କ ନିକଟରେ ମଧ୍ୟ ବାରମ୍ବାର ଅଭିଯୋଗ କରିଥିଲେ। ତଥାପି ସନ୍ତୋଷଜନକ ସମାଧାନ ନ ମିଳିବାରୁ ସେ ନ୍ୟାୟ ପାଇଁ ଶ୍ରୀ ବୁରୁଦା ଙ୍କୁ ଅନୁରୋଧ କରିଛନ୍ତି।ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ଜମି ଅଧିଗ୍ରହଣ କର୍ତ୍ତୃପକ୍ଷ ଅଧିକାରୀ ମହିଳା ଜଣଙ୍କୁ ବିବାହିତ ହୋଇଥିବାରୁ ତାଙ୍କର ବାପାଙ୍କ ସମ୍ପତ୍ତିରେ କୌଣସି ଅଧିକାର ନାହିଁ ବୋଲି ମତ ପ୍ରକାଶ କରିଥିଲେ। କିନ୍ତୁ ଭାରତୀୟ ଆଇନ ଅନୁଯାୟୀ ବିବାହିତ କନ୍ୟାଙ୍କର ମଧ୍ୟ ପୈତୃକ ସମ୍ପତ୍ତିରେ ସମାନ ଅଧିକାର ରହିଛି। ତେଣୁ ଏପରି ମନ୍ତବ୍ୟ ଓ କାର୍ଯ୍ୟପଦ୍ଧତି ନେଇ ସାଧାରଣରେ ଗୁରୁତର ପ୍ରଶ୍ନ ଉଠିଛି।
ଯଦି ଜଣେ ଜୀବିତ ମହିଳାଙ୍କୁ ସରକାରୀ ରେକର୍ଡରେ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ କରାଯାଇଥାଏ, ତେବେ ଏହା କେବଳ ପ୍ରଶାସନିକ ତ୍ରୁଟି ନୁହେଁ, ବରଂ ଜଣେ ନାଗରିକଙ୍କ ସାମ୍ବିଧାନିକ ଅଧିକାର ଉପରେ ଗୁରୁତର ଆଘାତ।
ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ଅଧିକାରୀମାନେ ବଂଶଜ ତାଲିକା ପ୍ରସ୍ତୁତି ସମୟରେ ସୁଭଦ୍ରା ନାୟକଙ୍କୁ ଜୀବିତ ଥିବା ସତ୍ତ୍ୱେ ମୃତ ଘୋଷଣା କରିଥିବା ବେଳେ, ଅନ୍ୟ ଦୁଇଜଣ ପ୍ରକୃତ ହିତାଧିକାରୀ ଉଦ୍ଧବ ଓ ଡମୁଣୀଙ୍କ ନାମକୁ ମଧ୍ୟ ତାଲିକାରୁ ବାଦ ଦିଆଯାଇଥିବା ଭଳି ଗୁରୁତର ଅଭିଯୋଗ ରହିଛି। ଏହା ଫଳରେ ପ୍ରକୃତ ହିତାଧିକାରୀମାନେ ସରକାରଙ୍କ ନିର୍ଦ୍ଧାରିତ କ୍ଷତିପୂରଣ ପାଇବାରୁ ବଞ୍ଚିତ ହୋଇଛନ୍ତି ।ସେମାନଙ୍କ ଅଭିଯୋଗ ଅନୁଯାୟୀ, ଜମି ପଟ୍ଟା ନକଲ ଓ ବଂଶଜ ତଥ୍ୟ ସଂଗ୍ରହରୁ ଜଣାପଡ଼ିଛି ଯେ ପ୍ରକୃତ ହିତାଧିକାରୀମାନଙ୍କୁ କ୍ଷତିପୂରଣ ରାଶି ପାଇବାରୁ ବଞ୍ଚିତ କରାଯାଇଛି। ଏହାସହ ଅଭିଯୋଗକାରୀମାନଙ୍କ କହିବା ଅନୁଯାୟୀ, ସମ୍ପୃକ୍ତ ଜମି ଅଧିଗ୍ରହଣ ଅଧିକାରୀ ଏବଂ କିଛି ସଂଗଠନର କର୍ମକର୍ତ୍ତାମାନେ ଏହି ମାମଲାକୁ ଆଗକୁ ନ ବଢ଼ାଇବା ପାଇଁ ଚାପ ସୃଷ୍ଟି କରୁଥିବା ସହ ପରବର୍ତ୍ତୀ ସମୟରେ କ୍ଷତିପୂରଣ ଦେବାର ପ୍ରତିଶ୍ରୁତି ଦେଉଥିବା ଅଭିଯୋଗ ହୋଇଛି।କିଛି କର୍ମଚାରୀ ଏବଂ ସଂଗଠନ ସହ ଜଡିତ କିଛି ବ୍ୟକ୍ତିଙ୍କ ପାରିବାରିକ ସଦସ୍ୟଙ୍କ ବ୍ୟାଙ୍କ ଖାତାକୁ ଅର୍ଥ ସ୍ଥାନାନ୍ତର ହୋଇଥିବା ନେଇ ମଧ୍ୟ ସୂଚନା ମିଳିଥିବା ଅଭିଯୋଗ ରହିଛି। ତେବେ ଏହି ସମସ୍ତ ବିଷୟ ନିରପେକ୍ଷ ଓ ଉଚ୍ଚସ୍ତରୀୟ ତଦନ୍ତ ସାପେକ୍ଷ। ତେଣୁ, ଜିଲ୍ଲା ପ୍ରଶାସନ ଏବଂ ରାଜ୍ୟ ସରକାରଙ୍କୁ ଏହି ଘଟଣାର ନିରପେକ୍ଷ ଓ ଉଚ୍ଚସ୍ତରୀୟ ତଦନ୍ତ କରି ପ୍ରକୃତ ଦୋଷୀଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ପ୍ରକୃତ ହିତାଧିକାରୀଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ କରିବାକୁ ଶ୍ରୀ ବୁରୁଦା ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା