-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

22-Jun-2026



ବିଂଝାରପୁର(ପ୍ରଦୀପ କୁମାର ମଲ୍ଲିକ) : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ବିଞ୍ଝାରପୁର ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି  ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୭୪ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୬୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ୦୩ ଗୋଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୦୯ ଗୋଟି ଅଭିଯୋଗର ଶୁଣାଣି  କରାଯାଇଥିଲା। ୧୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ, ଯାଜପୁର, ଶ୍ରୀ ପ୍ରଶାନ୍ତ କୁମାର ମାଝୀ,  ଅତିରିକ୍ତ ଜିଲ୍ଲାପାଳ,  ଶ୍ରୀ ଯୁଧିଷ୍ଠିର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ଉପ ଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଞ୍ଝାରପୁର ଶ୍ରୀମତୀ ଛବିରାଣୀ ସାହୁ, ତହସିଲଦାର, ବିଞ୍ଝାରପୁର ଶ୍ରୀ ପ୍ରମୋଦ କୁମାର ବାସ୍କେ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା