-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*

22-Jun-2026



(ଡୋଲେଶ୍ୱର  ବାଗ )
ନୂଆପଡା ଜିଲ୍ଲାର ଖଡିଆଳ ବ୍ଲକ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶ, ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଲମ୍ବୋଦର ଧରୁଆ ଏବଂ ଉପଜିଲ୍ଲାପାଳ ସୁର୍ମି ସୋରେନ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ଶୁଣାଣୀ କରିଥିଲେ।
ଆଜିର ଶିବିରରେ ୮୦ଟି ବ୍ୟକ୍ତିଗତ ଏବଂ ୨୬ଟି ଗୋଷ୍ଠୀଗତ ଅଭିଯୋଗ ସମେତ ମୋଟ ୧୦୬ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା l ଜିଲ୍ଲାପାଳ ସମସ୍ତ ଅଭିଯୋଗର ତ୍ୱରିତ ଏବଂ ଫଳପ୍ରଦ ସମାଧାନ ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ପ୍ରଦାନ କରିଥିଲେ।
ଶିବିରରେ ମମିତା ବନ୍ଧୀଛୋର ଓ ଧରଣୀଧର ପୋଢଙ୍କୁ ରେଡକ୍ରସ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଲେଖାଏଁ ତତ୍କାଳୀନ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ସେହିପରି, ସ୍ୱଚ୍ଛତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦୁଇଜଣ ବ୍ୟକ୍ତିଙ୍କୁ ‘ସ୍ୱଚ୍ଛ ଦୂତ ସମ୍ମାନ’ରେ ସମ୍ମାନିତ କରାଯାଇଥିଲା।
ଏହି ଅବସରରେ ବ୍ଲକ ପରିସର ରେ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା