-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ଜିଲ୍ଲା

ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା

22-Jun-2026



ବରପାଲି,(ସୁଦାମ ଦୀପ)ବରଗଡ଼ ଜିଲ୍ଲା ବରପାଲି ବ୍ଲକ ସତଲମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ରେଶମ ପ୍ରଶାଖା କେନାଲର ଅପର ପାଶ୍ୱର୍ରେ ଥିବା କେନାଲ ବ୍ରିଜ ତଲେ ମୃତ ମହିଳା ମମତା ହୋତା (ବୟସ ୫୭), ସ୍ୱାମୀ ଫକିର ମୋହନ ହୋତା, ସାହାଜ ବାହାଳ, ପୋଲିସ ଷ୍ଟେସନ ଦେଓଗାଁ, ବଲାଙ୍ଗିର ଜିଲ୍ଲା । ପରେ ମୃତ ଦେହ କୁ ପୋଷ୍ଟ ବଟମ ପାଇଁ ବରଗଡ଼ ପଠାଯାଇଥିଲା । ମୃତ ମହିଲା ବେକ ଏବଂ ମୁଣ୍ଡରେ କ୍ଷତ ଚିହ୍ନ ମଧ୍ୟ ଦେଖିବାକୁ ମିଳିଛି । ପୋଷ୍ଟବଟମ ରିପୋଟ ଅନୁଯାଇ ତାଙ୍କ ମୁଣ୍ଡରେ ଗଭୀର କ୍ଷତ ହୋଇଛି । ସ୍ଥାନୀୟ ଲୋକେ କେନାଲ ଘାଟ ନିକଟରେ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖି ବରପାଲି ପୋଲିସ କୁ ଖବର ଦେଇଥିଲେ । ମୃତ ଦେହ ପୋଲିସ ଦ୍ୱାରା ଉଦ୍ଧାର ଏବଂ କେସ୍ ନଂ ୨୫୫/୨୬ ରୁଜୁ କରାଯାଇଛି । ସୂଚନା ଅନୁସାରେ ଘଟଣା ସ୍ଥଳରେ ବରଗଡ଼ ଜିଲ୍ଲା ଅଧିକ୍ଷକ ରବୀନ୍ଦ୍ର ନାଥ ଶତପଥି, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପଦାରବିନ୍ଦ ତ୍ରିପାଠୀ, ବରପାଲି ଆଇଆଇସି ପ୍ରମୋଦ କୁମାର ସାହୁ ଯାଇ ଘଟଣା ର ତଦନ୍ତ କରୁଛନ୍ତି । ପରେ ସାଇଣ୍ଟିଫିକ ଟିମ୍ ଏବଂ ଡଗ ସ୍କ୍ୱାର୍ଡ ମଧ୍ୟ ଆସି ତଦନ୍ତ କରିଥିଲେ । ସୂଚନା ମିଳିଛି ତାଙ୍କ ଆର୍ଥିକ ସ୍ଥିତି ଠିକ୍ ନଥିଲା ଏବଂ କେମିତି ବଲାଙ୍ଗିରରୁ ଏହି ଠି ଆସିଲେ ତାହା ଏବେ ପର୍ଯ୍ୟନ୍ତ ଜଣାପଡିନାହିଁ । ସୂଚନା ପାଇ ତାଙ୍କ ପୁଅ ଶବ ଚିହ୍ନଟ କରିଛନ୍ତି । ଏବେ ପୋଲିସ ଘଟଣାର ଅନୁସନ୍ଧାନ କରୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

       
  ଜିଲ୍ଲା  

ବରୀ ରେ ବନ୍ୟା