-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ଜିଲ୍ଲା

ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍

22-Jun-2026



 ଡିଇଓ ଶୁଣିଲେ ପିଲାଙ୍କ କଥା,ପରଖିଲେ ଶିକ୍ଷାର ବାସ୍ତବ ଚିତ୍ର 

ବଲାଙ୍ଗୀର(ପ୍ରେରଣା ଖବର):ବଲାଙ୍ଗୀର ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ର ଜିଲ୍ଲାର ବିଭିନ୍ନ ବିଦ୍ୟାଳୟକୁ ପରିଦର୍ଶନ କରିଥିଲେ। ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ପର୍ଶୁରାମ ହାଇସ୍କୁଲ,କୁଡାସିଂହା, ସଚ୍ଚିଦାନନ୍ଦ ହାଇସ୍କୁଲ, ଭୁତିଆରବାହାଲ ଓ ପଞ୍ଚାୟତି ହାଇସ୍କୁଲ,ମୁରିବାହାଲକୁ ପରିଦର୍ଶନ କରି ବିଦ୍ୟାଳୟ ଗୁଡିକର ଶିକ୍ଷାଦାନ ବ୍ୟବସ୍ଥା, ଛାତ୍ରଛାତ୍ରୀଙ୍କ ଉପସ୍ଥାନ, ପରୀକ୍ଷା ଫଳାଫଳ ଓ ବିଭିନ୍ନ ଭିତ୍ତିଭୂମି ସୁବିଧାର ସମୀକ୍ଷା କରିଥିଲେ। ପରିଦର୍ଶନ ସମୟରେ ସେ ଶ୍ରେଣୀଗୃହ ବୁଲି ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ ଆଲୋଚନା କରିବା ସହ ପାଠ ପଢ଼ାର ମାନ ଯାଞ୍ଚ କରିଥିଲେ।

ବିଦ୍ୟାଳୟର ପରିମଳ ବ୍ୟବସ୍ଥା,ପାନୀୟ ଜଳ, ଗ୍ରନ୍ଥାଗାର, ବିଜ୍ଞାନ ପ୍ରୟୋଗଶାଳା ଓ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ତଦାରଖ କରିଥିଲେ।ଶିକ୍ଷକ ମାନଙ୍କ ସହ ଆଲୋଚନା ବେଳେ ଡିଇଓ ଶ୍ରୀ ମିଶ୍ର ଛାତ୍ରଛାତ୍ରୀଙ୍କ ମୌଳିକ ଶିକ୍ଷଣ ଦକ୍ଷତା ବୃଦ୍ଧି,ନିୟମିତ ଶ୍ରେଣୀ ଶିକ୍ଷାଦାନ ଓ ଶତପ୍ରତିଶତ ଉପସ୍ଥାନ ଉପରେ ଗୁରୁତ୍ୱାରୋପ କରିଥିଲେ। ସରକାରଙ୍କ ଶିକ୍ଷା କ୍ଷେତ୍ରରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ସଫଳ ଭାବେ କାର୍ଯ୍ୟକାରୀ କରିବାକୁ ସେ ପରାମର୍ଶ ଦେଇଥିଲେ।ପରିଦର୍ଶନ ସମୟରେ ପର୍ଶୁରାମ ହାଇସ୍କୁଲ କୁଡାସିଂହାର ପ୍ରଧାନ ଶିକ୍ଷକ ଦିଲୀପ ବେହେରା, ଭୁତିଆରବାହାଲ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସିକତା ପଟେଲ ଓ ପଞ୍ଚାୟତି ହାଇସ୍କୁଲ, ମୁରିବାହାଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ହେମନ୍ତ ବାଗ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ବିଦ୍ୟାଳୟର ଶୈକ୍ଷିକ କାର୍ଯ୍ୟକଳାପ, ପରୀକ୍ଷା ଫଳାଫଳ, ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଏବଂ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଇଥିଲେ।ମୁରିବାହାଲ ବ୍ଲକର ହାଇସ୍କୁଲ ପରିଦର୍ଶନ ସମୟରେ ବ୍ଲକ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରୀ ମଧ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

       
  ଜିଲ୍ଲା  

ବରୀ ରେ ବନ୍ୟା