-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||     

HOME   ଜିଲ୍ଲା

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ

22-Jun-2026



ଆଗଲପୁର, (ବିନୋଦ ଦୀପ) ଓଡିଶା ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ଆଗଲପୁର ବ୍ଲକ ବେନ୍ଦ୍ରା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ପିଇଓ ଅଲି ବାରିକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସରପଞ୍ଚ ରବୀନ୍ଦ୍ର ସାହୁ, ସମିତି ସଭ୍ୟା ସତ୍ୟବତୀ କୁଅଁର, ଏଡିଈଓ ମନୋଜ କୁମାର ଦାଶ, ନୋଡାଲ ଅଫିସର ସର୍ବେଶ୍ୱର ପୁଟେଲ, ଯୋଗାଣ ସହାୟକ ସୁଦାମ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l

ଆଜିର କାର୍ଯ୍ୟକ୍ରମ ରେ 25 ଜଣ ଙ୍କୁ ସୁଭଦ୍ରା ଯୋଜନା ରେ ଅନ୍ତର୍ଭୁକ୍ତ କରାଗଲା l 30 ଟି ଅଭିଯୋଗ ପଞ୍ଜିକୃତ ହେବାସହ ବିଭିନ୍ନ ସରକାରୀ ଯୋଜନା ବାବଦ ରେ ସଚେତନ କରଗଲା l ଆଜି କାର୍ଯ୍ୟକ୍ରମ ରେ ସୁଭଦ୍ରା ମଁl, ଲକ୍ଷପତି ଦିଦି ଓ ମମତା ମା ମାନଙ୍କ ସଫଳତା ଉପରେ ଆଲୋଚନା ହେବାସହ ସ୍ୱଚ୍ଛତା କାର୍ଯ୍ୟକ୍ରମ ହୋଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ଇ. ସି ସଭାପତି ଦେବକୀ ମହାନନ୍ଦ, ଯାଜ୍ଞସେନୀ ବାଗ, ନିବେଦିତା ସାହୁ, ଅଶ୍ୱିନୀ ଭୋଇ, ସଂଯୁକ୍ତା ବିଶ୍ୱାଳ, ପଵିତ୍ର ପାଣିଗ୍ରାହୀ, ନମିତା କୁଅଁର ଉପସ୍ଥିତ ଥିବାବେଳେ ଆଶା, ଅଙ୍ଗନବାଡି, ଏମ ବିକେ ଙ୍କ ସମେତ ବେନ୍ଦ୍ରା ପଂଚାୟତ ର ମା ଭଉଣୀ ଓ ଜନସାଧାରଣ ଯୋଗଦେଇ ଉକ୍ତ କାର୍ଯ୍ୟକ୍ରମ କୁ ସାଫଲ୍ୟ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026

You Might Also Like

   
  ଜିଲ୍ଲା  

ବରୀ ରେ ବନ୍ୟା