-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||     

HOME   ଜିଲ୍ଲା

ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା

23-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ ପରେ  ସୁବର୍ଣ୍ଣପୁର ରେ ଏକ ଖୁସିର ମାହୋଲ ସୃଷ୍ଟି ହୋଇଛି।ଜିଲ୍ଲାର ପ୍ରତିଭାସମ୍ପନ୍ନ ଯୁବତୀ ନିବେଦିତା ରଥ ଙ୍କୁ  ଇତିମଧ୍ୟରେ ମାତ୍ର ୩୧ବର୍ଷ ବୟସରେ ହିଁ ତିନି ତିନୋଟି ସମ୍ମାନଜନକ ଡକ୍ଟରେଟ ଉପାଧି ମିଳିଛି ଯାହାକି ସୁବର୍ଣ୍ଣପୁର ଜିଲ୍ଲା ପାଇଁ ଏକ ଗୈ।ରବମୟ ମୁହୂର୍ତ୍ତ। ସାମାଜିକ, ପ୍ରଶାସନିକ ଓ ଆନ୍ତର୍ଜାତିକ କ୍ଷେତ୍ରରେ ନିଜର ଅସାଧାରଣ କାର୍ଯ୍ୟଦକ୍ଷତା ପାଇଁ କ୍ରମାଗତ ଭାବରେ ସେ  ଏକ ବଡ଼ ସଫଳତା ର ଶୀର୍ଷରେ ପହଞ୍ଚିଛନ୍ତି । ମାତ୍ର ମାସକ ମଧ୍ୟରେ ରାଜ୍ୟ ସ୍ତରରୁ ଆରମ୍ଭ କରି ଜାତୀୟ ଓ ଆନ୍ତର୍ଜାତିକ ସ୍ତର ପର୍ଯ୍ୟନ୍ତ ନିଜର ବିଜୟ ଯାତ୍ରା ଜାରି ରଖି ସେ ଓଡ଼ିଶା ପାଇଁ ମଧ୍ୟ ଗୌରବ ଆଣିଛନ୍ତି । ନିକଟରେ ସେ ନୂଆଦିଲ୍ଲୀର 'ହୋଲିଡେ ଇନ୍'  ଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଆମେରିକାର ପ୍ରତିଷ୍ଠିତ ଓ୍ବାଶିଂଟନ୍ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ତାଙ୍କୁ ସମ୍ମାନସୂଚକ 'ଡକ୍ଟରେଟ୍’  ଉପାଧି ଏବଂ ସ୍ଵର୍ଣ୍ଣ ପଦକ  ପ୍ରଦାନ କରାଯାଇଛି ଯାହାକି ଏଭଳି ସମ୍ମାନସୂଚକ ଡକ୍ଟରେଟ୍ ଉପାଧି ହାସଲ କରିବାରେ ସେ ଭାରତ ବର୍ଷରେ ପ୍ରଥମ ଓଡ଼ିଆ ଯୁବତୀ ହେବାର ଗୌରବ ଅର୍ଜନ କରିଛନ୍ତି ।  ସାମାଜିକ ଓ ପ୍ରଶାସନିକ ସେବା ସହିତ ନ୍ୟାୟିକ (ଲ’) କ୍ଷେତ୍ରରେ ମଧ୍ୟ ନିବେଦିତାଙ୍କ ଅତୁଳନୀୟ ଅବଦାନ ଓ ସେବାକୁ ସମସ୍ତେ ଉଚ୍ଚ ପ୍ରଶଂସା କରିଛନ୍ତି । ଏହି ସଫଳତା ପାଇବାପରେ ଆଜି ନିବେଦିତା ରଥ ନିଜ ଜନ୍ମ ମାଟିରେ ପାଦ ଥାପିଛନ୍ତି। ଗତକାଲି ସେ ପ୍ରଥମେ ତେଲେଣ୍ଡା ଗ୍ରାମରେ ପହଞ୍ଚି ମାଁ ରାମଚଣ୍ଡୀ ଙ୍କ ଦର୍ଶନ କରିଥିଲେ ଆଜି ସେ ନିଜ ଜନ୍ମ ମାଟି ହିକୁଡିରେ ପହଞ୍ଚିବାପରେ ଜନସାଧାରଣ ଓ ମହିଳାମାନଙ୍କ ଏକ ବିରାଟ ପଟୁଆର ତାଙ୍କୁ ପାଛୋଟି ଆଣି ସ୍ଵାଗତ ଜଣାଇ  ତାଙ୍କୁ ନାଗରିକ ସଂବର୍ଦ୍ଧନା ଦେଇଥିଲେ। ସେ ମଧ୍ୟ ଆଜି ଅନ୍ୟୁନ ପାଞ୍ଚସହ ମହିଳାଙ୍କୁ ଛତା ବଣ୍ଟନ କରିଥିଲେ। ନିବେଦିତା ତାଙ୍କୁ ସମ୍ବର୍ଦ୍ଧନା ର ପ୍ରତ୍ୟୁତ୍ତରରେ  ତାଙ୍କର ସଫଳତା ର ଶ୍ରେୟ ସମସ୍ତ ଜନସାଧାରଣ ଙ୍କୁ ଦେଇଥିବାବେଳେ ସେ ସବୁ ସମୟରେ ଜନସାଧାରଣ ଙ୍କ ସାଙ୍ଗରେ ରହିବେ ବୋଲି ଗଣମାଧ୍ୟମ ପ୍ରତିନିଧି ଙ୍କୁ ତାଙ୍କର ମତ ରଖିଥିଲେ। ଡ଼ଃ ନିବେଦିତା ଙ୍କୁ ଜିଲ୍ଲା ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ମାହେଶ୍ଵରୀ ସେନା ତଥା ବିଭିନ୍ନ ଅନୁଷ୍ଠାନ ଓ ସଙ୍ଗଠନ  ମହଲ ଶୁଭେଚ୍ଛା ଓ ସଂବର୍ଦ୍ଧନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026

You Might Also Like