-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||     

HOME   ଜିଲ୍ଲା

ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

23-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଓଡ଼ିଶା ସାମ୍ବାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ତଥା ଜିଲ୍ଲା ର ବାର୍ଷିକ ଉତ୍ସବ ଆସନ୍ତା ଜୁଲାଇ ୧୨ତାରିଖରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଆନୁସଙ୍ଗିକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରାଜ୍ୟର ୩୦ଟି ସାଙ୍ଗଠନିକ ଜିଲ୍ଲା ରୁ ଶତାଧିକ ସଂଘ କର୍ମକର୍ତ୍ତା ଏହି ବୈଠକରେ ଯୋଗ ଦେବାକୁ ଥିବାରୁ ବର୍ତ୍ତମାନ ଠାରୁ ଆୟୋଜକ ଜିଲ୍ଲା ଓଜେୟୁ କର୍ମକର୍ତ୍ତା ତଥା ଜିଲ୍ଲାର ସାମ୍ବାଦିକ ମହଲରେ ଉତ୍ସାହ ଦେଖିବାକୁ ମିଳିଛି।  ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ପର ଆଲୋଚନା ଚକ୍ର ରେ ଅନେକ ରାଜନେତା, ବରିଷ୍ଠ ପ୍ରଶାସନିକ ଅଧିକାରୀ ଅତିଥି ଭାବରେ ଥିବାବେଳେ ଏ ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ର ବିଭବ ତଥା କଳା ସଂସ୍କୃତି ଓ ପର୍ଯ୍ୟଟନ ସଂବନ୍ଧିତ ଏକ ସ୍ମରଣିକା ମଧ୍ୟ ପ୍ରକାଶ ପାଇବ। ଏଣୁ ରାଜ୍ୟ ର ସମସ୍ତ ଲବ୍ଧ ପ୍ରତିଷ୍ଠିତ ସାହିତ୍ୟିକ, ଗବେଷକ ମାନଙ୍କୁ ଚଳିତ  ଜୁନ୨୮ତାରିଖ ମଧ୍ୟରେ  ସମସ୍ତ ଲେଖା ନିମ୍ନ ଲିଖିତ ଇ ମେଲ୍ ojusubarnapur @gmail.com ରେ ପଠାଇବାକୁ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026

You Might Also Like