-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ

23-Jun-2026



ଆଗଲପୁର, (ବିନୋଦ ଦୀପ) ଓଡିଶା ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ଆଗଲପୁର ବ୍ଲକ ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ପିଇଓ ରିକିତାରାଣୀ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସରପଞ୍ଚ ସୁଶୀଲ ସେଠ, ନୋଡାଲ ଅଫିସର ଅରବିନ୍ଦ ପାଣ୍ଡେ, ଏଡିଈଓ ବିଜୟ ସାହୁ ଉପସ୍ଥିତ ଥିଲେ l

ସୁଭଦ୍ରା ଯୋଜନା 20 ଜଣ, ଲକ୍ଷପତି ଦିଦି 120 ଜଣ, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା 70 ଜଣ ହିତାଧିକାରୀ ଙ୍କୁ ବଣ୍ଟନ କରାଯିବା ସହ 35 ଟି ଅଭିଯୋଗ ଗ୍ରହଣ କରାଗଲା l ଏହାସହ ସୁଭଦ୍ରା ମଁl, ଲକ୍ଷପତି ଦିଦି ଏବଂ ମମତା ମା ମାନଙ୍କ ସଫଳତା ଉପରେ ଆଲୋଚନା ହୋଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ଆଶା, ଅଙ୍ଗନବାଡି, ଏମ.ବିକେ, ସୁପରଭାଇଜର ସହ ବହୁ ସଂଖ୍ୟାରେ ପଂଚାୟତବାସୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like