-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

23-Jun-2026



ବରପାଲି- (ସୁଦାମ ଦୀପ )
 ବରଗଡ଼ ଜିଲ୍ଲା ବରପାଲି ଥାନା ସତଳମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଏକ କେନାଲ ନିକଟରୁ ଉଦ୍ଧାର ହୋଇଥିବା ଅଜ୍ଞାତ ମହିଳାଙ୍କ ମୃତଦେହ ଘଟଣାର ସଫଳ ପର୍ଦ୍ଦାଫାଶ କରିଛି ବରଗଡ଼ ପୋଲିସ,ଧାର ଦେଇଥିବା ଟଙ୍କା ଫେରସ୍ତ ମାଗିବାରୁ ଜଣେ ୫୫ ବର୍ଷୀୟା ମହିଳାଙ୍କୁ ହତ୍ୟା କରାଯାଇଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ରମାକାନ୍ତ ପୂଜାରୀଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ମୃତ ମହିଳା ହେଲେ ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗାଁର ମମତା ହୋତା (୫୫)। ଗତ ୨୧ ତାରିଖ ସକାଳେ ସତଳମା ଅଞ୍ଚଳର ଏକ କେନାଲ ମୁହାଣରେ ତାଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ସରପଞ୍ଚଙ୍କ ସ୍ୱାମୀ ରାଘବ ନାଏକଙ୍କ ଏତଲା ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ବରଗଡ଼ ଏସପିଙ୍କ ନିର୍ଦ୍ଦେଶରେ ବରଗଡ଼ ଏସଡିପିଓ, ଟାଉନ ଥାନା ଆଇଆଇସି ଓ ବରପାଲି ଆଇଆଇସିଙ୍କୁ ନେଇ ତିନୋଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିଲା। ସାଇଣ୍ଟିଫିକ୍ ଟିମ୍ ସହାୟତାରେ ଘଟଣାସ୍ଥଳରୁ ବିଭିନ୍ନ ପ୍ରମାଣ ସଂଗ୍ରହ କରାଯାଇଥିଲା।
ସାମାଜିକ ଗଣମାଧ୍ୟମରେ ମୃତଦେହର ଫଟୋ ପ୍ରଚାର ହେବା ପରେ ପରିବାର ଲୋକେ ମମତାଙ୍କୁ ଚିହ୍ନଟ କରିଥିଲେ। ତଦନ୍ତ ସମୟରେ ଜଣାପଡ଼ିଥିଲା ଯେ
ବେହେରାମାଲ ଗାଁର ରମାକାନ୍ତ ପୂଜାରୀ ମମତାଙ୍କଠାରୁ କିଛି ଟଙ୍କା ଧାର ନେଇଥିଲେ। ଟଙ୍କା ଫେରାଇବାକୁ ମମତା ବାରମ୍ବାର ଚାପ ପକାଉଥିବାରୁ ରମାକାନ୍ତ ତାଙ୍କୁ ହତ୍ୟା କରିଥିବା ପୋଲିସ ତଦନ୍ତରୁ ସ୍ପଷ୍ଟ ହୋଇଛି। ହତ୍ୟା ପରେ ଅଭିଯୁକ୍ତ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ମୃତଦେହକୁ କେନାଲ ନିକଟରେ ଫିଙ୍ଗି ଦେଇଥିବା ଜଣାପଡ଼ିଛି। ପୋଲିସ ଅଭିଯୁକ୍ତକୁ ଗିରଫ କରି ତାଙ୍କ ବିରୋଧରେ ହତ୍ୟା ସମେତ ବିଭିନ୍ନ ସଙ୍ଗୀନ ଦଫା ଲଗାଇ କୋର୍ଟ ଚାଲାଣ କରିଛି।
ଅତି କମ୍ ସମୟ ମଧ୍ୟରେ ଅଜ୍ଞାତ ଶବ ଉଦ୍ଧାର ମାମଲାର ସମାଧାନ କରି ଅଭିଯୁକ୍ତକୁ ଧରିବାରେ ବରଗଡ଼ ପୋଲିସର ତ୍ୱରିତ ଓ ଦକ୍ଷ ତଦନ୍ତକୁ ସାଧାରଣରେ ପ୍ରଶଂସା କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like