-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ

23-Jun-2026



ବଲାଙ୍ଗିର(ପ୍ରେରଣା ଖବର): ନୂତନ ଆୟକର ଆଇନ-୨ଠ୨୫ର ବ୍ୟବସ୍ଥା ଓ ପ୍ରଭାବ ସଂପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ବଲାଙ୍ଗୀର ଆୟକର କାର୍ଯ୍ୟାଳୟ ପରିସରରେ ଆଜି ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ସମ୍ବଲପୁର ଆୟକର ପ୍ରମୁଖ କମିଶନରଙ୍କ ତତ୍ତ୍ୱଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ନୂତନ ଅଇନର ଗୁରୁତ୍ତ୍ୱପୂର୍ଣ୍ଣ ଦିଗ ଓ ପ୍ରଭାବ ତଥା ପରିବର୍ତ୍ତନ ସହ ବୃତ୍ତିଗତ ମାନଙ୍କୁ ପରିଚିତ କରାଇବା ଏହି ବୈଠକର ଲକ୍ଷ୍ୟ ବୋଲି କୁହାଯାଉଇଛି । ପରେ ଅନୁଷ୍ଠିତ ପ୍ରଶ୍ନଉତ୍ତର ଓ ଇଣ୍ଟରଏକସନ କାର୍ଯ୍ୟକ୍ରମରେ ଉପସ୍ଥିତ ବୁଦ୍ଧିଜୀଵୀ ମାନେ ତାଙ୍କର ବିଭିନ୍ନ ପ୍ରଶ୍ନ ଓ ଅନ୍ତର୍ଦୃଷ୍ଟି ସଂପର୍କରେ ପଚାରି ବୁଝିଥିଲେ । ଏହି ଆଲୋଚନାଚକ୍ର ଓ ବୈଠକରେ ବଲାଙ୍ଗୀର ୱାର୍ଡ-୧ ଆୟକର ଅଧିକାରୀ ଟୁନ୍ନା କୁମାର, ଏବଂ  ଆୟକର ଅଧିକାରୀ (ଭିୟୁ) ଅଜୟ କୁମାର  ବରେଣ୍ୟ ଅତିଥି ଭାବରେ ଯୋଗ ଦେଇ ନୂତନ ଆୟକର ଆଇନର ବିଭିନ୍ନ ଦିଗ ଓ ଏହାର ପ୍ରୟୋଗ ଉପରେ ବିସ୍ତୃତ ଭାବରେ ବୁଝାଇଥିଲେ। ଏହି ବୈଠକରେ ଜିଲ୍ଲାର ବିଭିନ୍ନ  ପ୍ରାନ୍ତରୁ ଆୟକର ବୃତ୍ତି ସହ ଜଡିତ ଶତାଧିକ ଓକିଲ, ଚାଟାର୍ଡ ଆକାଉଣ୍ଟେଣ୍ଡ୍‌, ଶିଳ୍ପପତି ଏବଂ ସର୍ବଭାରତୀୟ ବ୍ୟବସାୟୀ ସଂଘର ସଭ୍ୟ ମାନେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like