-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।

23-Jun-2026



କଟକ(ତପନ ମହାନ୍ତି )ନୂଆବଜାର  ମହାବୀର ଫୁଡ୍ ମାର୍କେଟ ପୌର ନିଗମର ୫୪ ନମ୍ବର ୱାର୍ଡର ନୂଆବଜାର ହନୁମାନ ମନ୍ଦିର ପ୍ରାଙ୍ଗଣକୁ ଲାଗି ଏକ ବେଆଇନ ଫୁଡ୍ ମାର୍କେଟ ନିର୍ମାଣ ହୋଇଥିବା ନେଇ ନିଗମ କମିସନରଙ୍କ ନିକଟରେ ଅଭିଯୋଗ ହୋଇଛି। ଓଏମ୍‌ପିରୁ ପାରାଦୀପ ଓ ଜଗତସିଂହପୁରକୁ ଯାଇଥିବା ଜାତୀୟ ରାଜପଥକୁ ଲାଗି ରହିଛି ଏହି ମାର୍କେଟ ଉକ୍ତ ରାସ୍ତା ଦେଇ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଗାଡି ଯାତାୟାତ କରିଥାନ୍ତି | ଉକ୍ତ ରାସ୍ତାର ଉଭୟ ପାର୍ଶ୍ବରେ ବ୍ୟବସାୟ ପ୍ରତିଷ୍ଠାନ ଓ ଘର ଥିବା ବେଳେ ପ୍ରତିଦିନ ଦୁର୍ଘଟଣା ଘଟୁଛି।

ରାସ୍ତାଟି ପ୍ରଶସ୍ତ ନଥିବାରୁ ଏହାର ବିକଳ୍ପ ଭାବେ ତାଳଦଣ୍ଡା କେନାଲର ଉଭୟ ପାର୍ଶ୍ଵ ରାସ୍ତାକୁ ଚଉଡା କରାଯାଉଛି। ହେଲେ ଏହି ରାସ୍ତା ପାର୍ଶ୍ବରେ ସରକାରୀ ଜମିରେ ସୂଚନା ଫଳକ ନଲଗାଇ ବେଆଇନ ଭାବେ ଲକ୍ଷାଧିକ ଟଙ୍କାରେ ଫୁଡ୍ ମାର୍କେଟ ତିଆରି ହୋଇଛି। ଏପରିକି ରାସ୍ତା କଡରେ ପାଚେରି ଉଠାଇ ପେବର ବ୍ଲକ୍ ଇଟା ପକାଇ ରାସ୍ତାକୁ ଅଧିକ ସଙ୍କୁଚିତ କରାଯାଇଛି। ଅନ୍ୟପଟେ କିଛି ମୁଷ୍ଟିମେୟ ଲୋକ ଏହି ଫୁଡ୍ ମାର୍କେଟକୁ ନିଜ କବଜାରେ ରଖି ଟଙ୍କା ଆଦାୟ କରୁଥିବା ସ୍ଥାନୀୟ ବାସିନ୍ଦା ଗଣେଶ କୁମାର ସାହୁ କମିସନରଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଜାତୀୟ ରାଜପଥକୁ ଲାଗି ନିର୍ମାଣ ହୋଇଥିବା ଏହି ମାର୍କେଟ ପାଇଁ ଏଠାରେ ଟ୍ରାଫିକ ସମସ୍ୟା ଗୁରୁତର ହେଉଥିବା ଶ୍ରୀ ସାହୁ ଅଭିଯୋଗ କରିବା ସହ ବେଆଇନ ଭାବେ ନିର୍ମାଣ ହୋଇଥିବା ଫୁଡ୍ ମାର୍କେଟକୁ ତୁରନ୍ତ ଉଚ୍ଛେଦ କରିବାକୁ କମିସନରଙ୍କ ନିକଟରେ ଦାବି କରିଛନ୍ତି 

ବେଆଇନ ମହାବୀର ଫୁଡ଼ ମାର୍କେଟକୁ  ଏସିପିଙ୍କ ସମେତ ଦୁଇ ଥାନା ଅଧିକାରୀ କେମିତି ଉଦଘାଟନ କଲେ ତାହା ସମଗ୍ର ଅଂଚଳରେ ଆଲୋଚନା ସୃଷ୍ଟି କରିଛି । ଆହୁରି ଏକ ଅଭିଯୋଗ ଶୁଣିବାକୁ ମିଳୁଛି  ସିଏମସି କମିଶନର ,ଜିଲ୍ଲାପାଳ କିମ୍ବା ମେୟରକୁ ନ ଜଣାଇ ଉଠାଦୋକାନୀ ମାନଙ୍କ ଠାରୁ ମୋଟା ଅଙ୍କର ଅର୍ଥ ନେଇ ଆମର ଏଇଟା ବ୍ୟକ୍ତିଗତ ଜାଗା କହି ସରକାରୀ ଜାଗାରେ ବସାଇଥିବା କୁହାଯାଉଛି । ମହାବୀର ଫୁଡ଼ ଦୋକାନ ହେବା ଦିନଠାରୁ ଦୁର୍ଘଟଣା ବଢ଼ିବାରେ ଲାଗିଛି ।       ଏ ସଂପର୍କରେ ଶ୍ରୀ ସାହୁ କଟକ ଡିସିପିଙ୍କୁ ମଧ୍ୟ ଅବଗତ କରିଛନ୍ତି ।ତୁରନ୍ତ ଭଙ୍ଗା ନଗଲେ ଆଗକୁ ବଡଧରଣର ଦୁର୍ଘଟଣା ଘଟିଲେ ସେଥିପାଇଁ ସିଏମସି କମିଶନର ଦାଇ ରହିବେ ବୋଲି ଅଭିଯୋଗ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like