-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||     

HOME   ଜିଲ୍ଲା

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ

23-Jun-2026



ବଲାଙ୍ଗୀର(ପ୍ରେରଣା ଖବର): କୃଷକଙ୍କ ଆୟ ବୃଦ୍ଧି ଏବଂ ଉନ୍ନତ ମାନର ବିହନ ଉତ୍ପାଦନକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ବଲାଙ୍ଗୀର ଜିଲ୍ଲାର ପୁଇଁତଲା ବ୍ଲକ ଅନ୍ତର୍ଗତ କୁଣ୍ଡାମାଲ ଗ୍ରାମରେ ପୁଇଁତଲା ପ୍ରଗତି ଫାର୍ମର ପ୍ରୋଡ୍ୟୁସର କମ୍ପାନୀ ଲିମିଟେଡ୍ ପକ୍ଷରୁ ଏକ ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ ୟୁନିଟ୍‌ର ଉଦ୍ଘାଟିତ ହୋଇ ଯାଇଛି । ଏଲ ଟି ଆଇ ଫାଉଣ୍ଡେସନ ଏବଂ ମହାଶକ୍ତି ଫାଉଣ୍ଡେସନ ସହାୟତାରେ ପ୍ରତିଷ୍ଠା ହୋଇଥିବା ଏହି ଉଦ୍ଘାଟନୀ ସମାରୋହରେ ପୁଇଁତଲା ବ୍ଲକର ବିଡିଓ ଶ୍ରୀ ଅମରେନ୍ଦ୍ର ସ୍ୱାଇଁ (ଓଏଏସ୍) ମୁଖ୍ୟ ଅତିଥି

ଭାବେ ଯୋଗଦେଇ ୟୁନିଟ୍‌ର ଶୁଭ ଉଦ୍ଘାଟନ କରିଥିଲେ। ନାବାର୍ଡର ଜିଲ୍ଲା ବିକାଶ ପ୍ରବନ୍ଧକ ଡ଼. ବିବେକ କୁମାର ନାୟକ, ରାଇଟ୍‌ର ପ୍ରିନ୍ସିପାଲ୍ ସୁଧାକର ନନ୍ଦ, ଆନ୍ତର୍ଜାତୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ଡ଼. ମୋଶରାଫ ହୋସେନ, ମହାଶକ୍ତି ଫାଉଣ୍ଡେସନର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଯୁଗଳ କିଶୋର ପଟ୍ଟନାୟକ ଏବଂ କେଭିକେ ବଲାଙ୍ଗୀରର ମୁଖ୍ୟ ଡ଼. ସତ୍ୟମୟ ଶତପଥୀ ବିଶିଷ୍ଟ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ୫୦୦ରୁ ଅଧିକ କୃଷକ ଅଂଶୀଦାର ଉପସ୍ଥିତ ରହିଥିଲେ। ଅତିଥିମାନେ ତାଙ୍କ ଅଭିଭାଷଣରେ କହିଥିଲେ ଯେ, ଏହି ପ୍ରକ୍ରିୟାକରଣ ୟୁନିଟ୍ କୃଷକମାନଙ୍କ ପାଇଁ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ଏହା ମାଧ୍ୟମରେ ଉନ୍ନତ ଗୁଣବତ୍ତାର ବିହନ ପ୍ରସ୍ତୁତି, ସଂରକ୍ଷଣ ଏବଂ ବଜାରକରଣ ସହଜ ହେବା ସହ କୃଷକଙ୍କ ଆୟ ବୃଦ୍ଧିରେ ସହାୟକ ହେବ। ପୁଇଁତଲା ପ୍ରଗତି ଏଫ୍‌ପିସିଏଲ୍‌ର ମୁଖ୍ୟ ନିର୍ବାହୀ ଅଧିକାରୀ ମୋତିଲାଲ ମିଶ୍ର ସମଗ୍ର କାର୍ଯ୍ୟକ୍ରମର ସଫଳ ସଂଯୋଜନା କରିଥିଲେ। କୃଷକଙ୍କ ସାମୂହିକ ଉଦ୍ୟମ ଏବଂ ବିଭିନ୍ନ ଅନୁଷ୍ଠାନର ସହଯୋଗରେ ସ୍ଥାପିତ ଏହି ୟୁନିଟ୍ ଅଞ୍ଚଳର କୃଷିଭିତ୍ତିକ ଅର୍ଥନୀତିକୁ ଅଧିକ ସୁଦୃଢ଼ କରିବ ବୋଲି ମତ ପ୍ରକାଶ ପାଇଛି। ଏହି ଅବସରରେ ସଫଳ ଚାଷୀ, ସ୍ୱୟଂ ସହାୟକ ଗୋଷ୍ଠୀ ବରିଷ୍ଠ ନାଗରିକମାନଙ୍କୁ ସମ୍ବର୍ଦ୍ଧିତ

କରାଯାଇଥିଲା । ସେହିପରି ଓଡ଼ିଶା ସରକାରଙ୍କ ଗୁଣବତ୍ତା ଧାନ ଚାଷ ପ୍ରୋତ୍ସାହନ ଯୋଜନାରେ ଅତିଥିମାନଙ୍କ ଦ୍ବାରା ବିହନ ବଣ୍ଟନ ଶୁଭାରମ୍ଭ କରାଯାଇଥିଲା। ସ୍ଥାନୀୟ କୃଷକ ମାନେ ମଧ୍ୟ ଏହି ପଦକ୍ଷେପକୁ ସ୍ୱାଗତ କରିଥିବା ବେଳେ, ଏହା ଅଞ୍ଚଳର କୃଷି ଉନ୍ନତି ଏବଂ କୃଷକ ସଶକ୍ତିକରଣ ଦିଗରେ ଏକ ନୂତନ ଅଧ୍ୟାୟ ରଚନା କରିବ ବୋଲି ଆଶା ପ୍ରକାଶ କରିଛନ୍ତି। ନିର୍ଦ୍ଦେଶକ ପ୍ରଦୀପ ପଧାନ, ସୁରେନ୍ଦ୍ର ମହାକୁର, ବୃନ୍ଦାବନ କ୍ଷେତି,  ତ୍ରିନାଥ ମହାକୁର ମଧୁସୂଦନ କ୍ଷେତି, ଯାଞସେନୀ ବଗର୍ତ୍ତୀ, ବସୁଦେବ ବସ୍ତିଆ, ପ୍ରହଲ୍ଲାଦ ଡାଙ୍ଗ, ଲକ୍ଷଣ ଡାଙ୍ଗ ଓ ଅନ୍ୟମାନେ ଆୟୋଜନ ଓ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026

You Might Also Like