-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||     

HOME   ଜିଲ୍ଲା

ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ

24-Jun-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ଏହି ବ୍ଲକ କପାସିରା ଗ୍ରାମର ଲାଇନମ୍ୟାନସ ହେମନ୍ତ ସେଠ (୩୦) ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ଜଣାଯାଏ । ପ୍ରାପ୍ତ ସୂଚନା ଅନୁସାରେ ଆଜି ସକାଳ ପ୍ରାୟସ ୯ଟା ପାଖାପାଖ କପାସିରା ମନ୍ଦିର ପାଖରେ ଏକ ବିଦ୍ୟୁତ ଖୁଣ୍ଟରେ ଚଢି ମରାମତି କରୁଥିଲେ। ହଠାତ ବିଦ୍ୟୁତ ଆଘାତରେ ସେ ଝକ୍କା ଖାଇ ତଳେ ପଡି ଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଗ୍ରାମର ଯୁବକ ତଥା ପରିବାର ଲୋକେ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ଡୁଙ୍ଗୁରିପାଲି ଥାନାଧୁକାରୀ ରୋଜାଲିନ ପଟେଲ ପହଞ୍ଚି ଶବ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରଜୁ କରି ବିନିକା ଶବ ବ୍ୟବଛେଦ ପାଇଁ ପଠାଇଥିଲେ । ଏହି ଖବର ପ୍ରଚାରିତ ହେବା ପରେ କପାସିରା ଗ୍ରାମର ବହୁ ଯୁବକ, ଗ୍ରାମବାସୀ, ପରିବାର ବର୍ଗ ଡାକ୍ତରଖାନାରେ ପହଞ୍ଚି ଥିଲେ । ସେଠାରେ ଏକ ଶୋକାକୁଳ ପରିବେଶ ଦେଖୁବାକୁ ମିଳିଥିଲା । ମୃତ ଯୁବକ ଦୀର୍ଘ ୬ବର୍ଷ ହେବ ଟାଟାପାୱାର ବିଦ୍ୟୁତ ବିଭାଗରେ କାଯ୍ୟ କରି ଆସୁଥିଲେ । ଦୁଇ ବର୍ଷ ତଳେ ବିବାହ କରିଥିବା ବେଳେ ୫ମାସର ଏକ କନ୍ୟା ସନ୍ତାନ ରହିଛି । ଦୁଇମାସ ତଳେ ତାଙ୍କ ପିତାଙ୍କ ଏକ ଦୂର୍ଘଟଣାରେ ଗୋଡ ଭାଙ୍ଗି ଯାଇଛି । ପରିବାରର ରୋଜଗାରିଆ ପୁଅକୁ ହରାଇ ବାପା ମାଁ', ସ୍ତ୍ରୀ ସମସ୍ତେ ଭାଙ୍ଗି ପଢିଛନ୍ତି । ପରିବାରକୁ ସହାୟତା ଦାବୀ କରିଥିଲେ। ପରିବାର ଏବଂ ଗ୍ରାମବାସୀ । ଥାନା ପରିସରରେ ନିର୍ବାହୀ ଯନ୍ତ୍ରୀ ଉଦୟ ଶଙ୍କର ପାଟ୍ଟଯୋଶୀ, ଏକ୍‌କ୍ୟୁକିଟିଭ ଯନ୍ତ୍ରୀ ଅଶୋକ କୁମାର ମିଶ୍ର, ଚେରୂପାଲି ଗ୍ରୀଡ ଯନ୍ତ୍ରୀ ସଙ୍କେତ ଦାଶ, ଜିଲ୍ଲା ରଜକ ସମାଜର ପୂର୍ବ ଜିଲ୍ଲା ସଭାପତି ତଥା ସ୍ଥାନୀୟ ‘ସମାଜ’ର ପ୍ରତିନିଧ ରତ୍ନାକର ସେଠ, ଜିଲ୍ଲା ଟ୍ରକ ମାଲିକ ସଂଘ ସଭାପତି ମୃତ୍ୟୁଞ୍ଜୟ ମିଶ୍ର, ମହାଦେବ ପଧାନ, ରୋହିତ ସେଠ, ଫଣି ଭୂଷଣ ପଧାନ, ଦେବରାଜ ଜେନା, ପ୍ରଦୀପ ସା, ଜିତେନ ପଧାନ, ନକୁଳ ସ୍ମାଇଁ, ଜଗନ୍ନାଥ ବାରିକ,ସରୋଜ ସା ପ୍ରମୁଖଙ୍କ ଉପସ୍ଥିତିରେ ଆଲୋଚନା କରାଯାଇଥିଲା । ଶେଷରେ ଯନ୍ତ୍ରୀ ଅଶୋକ କୁମାର ମିଶ୍ର ମୃତ ହେମନ୍ତ ସେଠଙ୍କ ସ୍ତ୍ରୀଙ୍କୁ ବିଦୂତ ବିଭାଗରେ ଚାକିରୀ, ଏବଂ ୨୪ ଘଣ୍ଟା ମଧ୍ୟରେ ୧ଲକ୍ଷ ଓ ଦଶାହ କାଯ୍ୟ ମଧ୍ୟରେ ୨ଲକ୍ଷ ଟଙ୍କା ଏବଂ ପରବର୍ତ୍ତୀ ସମୟରେ ବିଭାଗର ଗାଇଡ ଲାଇନ ଅନୁସାରେ ୧୫ ଲକ୍ଷଟଙ୍କା ପ୍ରଦାନ କରାଯିବାକୁ ଲିଖିତ ପ୍ରତିଶୃତି ଦେବା ପରେ ଶବ ବ୍ୟବଛେଦ ପାଇଁ ପରିବାର ବର୍ଗ ରାଜି ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026

You Might Also Like