-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି

24-Jun-2026



ବଲାଙ୍ଗୀର(ପ୍ରେରଣା ଖବର) ଆଜି ବୁଧବାର କୁଶଙ୍ଗ ଗ୍ରାମରେ ସମାଜସେବୀ ସ୍ଵର୍ଗତ ଗୋଲକ ବିହାରୀ ପଟେଲଙ୍କ ଏକାଦଶାହ ଉପଲକ୍ଷେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ମୁଖ୍ୟଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନରସିଂହ ମିଶ୍ର ଯୋଗ ଦେଇଥିବାବେଳେ ଗାଁର ଗୌନ୍ତିଆ ବୁନ୍ଦାବନ ପଟେଲ, ଗୌରଚନ୍ଦ୍ର ପଟେଲ, କୁଶଙ୍ଗ ଯୁକ୍ତଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପରମେଶ୍ଵର ସିଂ ମଞ୍ଚାସୀନ ଥିଲେ । ଅନେକ ବୁଦ୍ଧିଜିବୀ,କୁଶଙ୍ଗ କଲେଜର ଅଧ୍ୟାପକ, ଶିକ୍ଷକ, କଳାପ୍ରେମୀ, ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ସ୍ଵର୍ଗତ ପଟେଲଙ୍କ ସମାଜସେବା ଏବଂ ଅଞ୍ଚଳର ଶିକ୍ଷାକ୍ଷେତ୍ରରେ ଉନ୍ନତି ପାଇଁ ଅବଦାନ ଏବଂ ତାଙ୍କର ପ୍ରତିବଦ୍ଧତା ବିଷୟରେ ସ୍ମତିଚାରଣ କରିଥିଲେ । ପ୍ରକାଶ ଆଉ କି ସ୍ଵର୍ଗତ ପଟେଲଙ୍କ ଉଦ୍ୟମରେ କୁଶଙ୍ଗ ଠାରେ କଲେଜ ପ୍ରତିଷ୍ଠା ହୋଇପାରିଥିଲା । ଉପାନ୍ତ ଗ୍ରାମ ରେଙ୍ଗାଲି ଏବଂ ପାଢ଼େଲ ଗ୍ରାମରେ ମଧ୍ୟ ହାଇସ୍କୁଲ ପ୍ରତିଷ୍ଠା କରିଥିଲେ । ପୋଲିସ ଚାକିରୀରୁ ସ୍ୱେଚ୍ଛାକୃତ ଅବସର ନେଇ  ୰ ପଟେଲ ବିଭିନ୍ନ ସମାଜସେବା କାର୍ଯ୍ୟରେ ନିଜକୁ ସମର୍ପିତ କରିଥିଲେ । କୁଶଙ୍ଗ ରେ ଏକ କଳାକାର ସଂଘ ମଧ୍ୟ ଗଠନ କରିଛନ୍ତି । ଲୋକ କଳାର ପ୍ରଚାର ପ୍ରସାର ପାଇଁ ସେ ନିରନ୍ତର ଉଦ୍ୟମ କରୁଥିଲେ । ତାଙ୍କର ନିସ୍ୱାର୍ଥପର ସେବା ଓ ତ୍ୟାଗ ମନୋଭାବ ପାଇଁ ସବୁଦିନ ଅଞ୍ଚଳବାସୀମାନେ ମନେ ରଖିବେ । ତାଙ୍କର ଅବର୍ତ୍ତମାନରେ କୁଶଙ୍ଗ ଅଞ୍ଚଳର ଅପୂରଣୀୟ କ୍ଷତି ହେଲା ବୋଲି ସମସ୍ତେ ମତବ୍ୟକ୍ତକରିଥିଲେ । ଉକ୍ତ ସଭାକୁ କରୁଣାକର ପଟେଲ ସଂଯୋଜନା କରିଥିଲେ । ଶେଷରେ ଅଧକ୍ଷ ପରମେଶ୍ଵର ସିଂ ଧନ୍ୟବାଦ ଅର୍ପଣ କରିଥିଲେ ।ଏହି ଏକାଦଶାହ କାର୍ଯ୍ୟକ୍ରମରେ ବହୁ ଆତ୍ମିୟ ସ୍ଵଜନ, ଗ୍ରାମବାସୀ ତଥା ଅଞ୍ଚଳର ବୁଦ୍ଧିଜିବୀ ହଜାର ହଜାର ସଂଖ୍ୟାରେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like