-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ

24-Jun-2026



ବରପାଲି (ସୁଦାମ ଦୀପ) ବରପାଲି ତଥା ପଶ୍ଚିମ ଓଡିଶାର ଜଣେ ସୁନାମଧନ୍ୟ ଚିତ୍ରଶିଳ୍ପୀ,ବାନ୍ଧଶିଳ୍ପୀ ତଥା ପଥର ଶିଳ୍ପୀ ଭାବରେ ଉଦୀୟମାନ କାରିଗର ଶ୍ରୀମାନ ଧର୍ମ ମେହେରଙ୍କ ଇହଲିଳା ସମ୍ବରଣ, ସେ ଜଣେ ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦର ଜଣେ ସକ୍ରିୟ କର୍ମଚାରୀ ଥିଲେ, କବି ଗଙ୍ଗାଧର ମେହେରଙ୍କ ପରମ ଭକ୍ତ ତଥା କବି ଗଙ୍ଗାଧର ମେହେରଙ୍କ ଜନ୍ମ ପୀଠର ରକ୍ଷଣା ବେକ୍ଷଣ ଦାୟିତ୍ବ ରେ ଥିଲେ,କବି ଭବନକୁ ଦୂର ଦୂରାନ୍ତରୁ ଆସୂଥିବା ଗଙ୍ଗାଧର ପ୍ରେମୀ ତଥା ପର୍ଯ୍ୟଟନ ମାନଙ୍କୁ  ସାଦର ଚିତ୍ତରେ କବି ଭବନର ଦର୍ଶନ କରାଉଥିଲେ।ସେ ବହୁତ ଗୁଡିଏ ଅନୁଷ୍ଠାନ ମାନଙ୍କ ଠାରୁ ସମ୍ମାନିତ ହୋଇଥିଲେ।ତାଙ୍କର ଶୈଶବ କାଳରୁ କଳାର ପ୍ରତିଭା ରହିଥିଲା।ସେ ଭୂବନେଶ୍ବର ରେ ଚିକିତ୍ସିତ ହେଉଥିଲେ, ଗତ କାଳି ତାଙ୍କର ଅକାଳ ବିୟୋଗ ଘଟି ଯାଇଛି।ଏହି ଖବରଶୁଣି ସମଗ୍ର ବରପାଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।ତାଙ୍କ ବିୟୋଗରେ ବରପାଲି ଭୁଲିଆ ସମାଜ ତଥା ବରଗଡ ଜିଲ୍ଲା ଭୁଲିଆ ସମାଜ ତରଫରୁ ଗଭୀର ଶ୍ରଦ୍ଧାଜ୍ଞଳୀ ଜ୍ଞାପନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like