-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ

24-Jun-2026



ବରପାଲି  (ସୁଦାମ ଦୀପ)ବରପାଲି ସ୍ଥିତ ଓମ୍ ଶାନ୍ତି ବରଦାନୀ ଭବନରେ ବୁଧବାର ସକାଳ ୮ ଘଣ୍ଟା ସମୟରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଏବଂ ମାଦକ ଦ୍ରବ୍ୟର ଦୁରୁପଯୋଗ ଓ ଅବାଧ ତସ୍କରୀ ବିରୋଧୀ ଆନ୍ତର୍ଜାତୀୟ ଦିବସ ଉପଲକ୍ଷେ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ବରପାଲି ସରକାରୀ ଡାକ୍ତରଖାନାର ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ରାଜେଶ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାଦକଦ୍ରବ୍ୟର କୁପ୍ରଭାବ, ସମାଜ ଓ ଯୁବପିଢ଼ି ଉପରେ ଏହାର କ୍ଷତିକାରକ ପ୍ରଭାବ ସମ୍ପର୍କରେ ଆଲୋକପାତ କରିଥିଲେ। ସେ ନିଶାମୁକ୍ତ ସମାଜ ଗଠନ ପାଇଁ ସମସ୍ତଙ୍କୁ ସଚେତନ ହେବାକୁ ଆହ୍ୱାନ ଦେଇଥିଲେ।ଅନୁଷ୍ଠାନର ମୁଖ୍ୟ ଭଉଣୀ ଗୌରୀ ଓ ଭାଇ ସୁରେନ୍ଦ୍ର ହୋତା କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ। ସମସ୍ତ ଅତିଥିଙ୍କ ବକ୍ତବ୍ୟ ପରେ ଜଗଦମ୍ବା ସରସ୍ୱତୀ ମମାଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା। ପରବର୍ତ୍ତୀ ସମୟରେ ଅତିଥିମାନଙ୍କୁ ଫୁଲତୋଡ଼ା ଓ ସ୍ମାରକ ଉପହାର ପ୍ରଦାନ କରି ଓମ୍ ଶାନ୍ତି ପରିବାର ପକ୍ଷରୁ ସମ୍ମାନିତ କରାଯାଇଥିଲା।
କାର୍ଯ୍ୟକ୍ରମ ଶେଷରେ ସମସ୍ତ ଉପସ୍ଥିତ ଭକ୍ତ ଓ ଅତିଥିଙ୍କ ମଧ୍ୟରେ ଭୋଗ ବଣ୍ଟନ କରାଯାଇଥିଲା। ଏହି ଅବସରରେ ବି.କେ. ଶିବ କୁମାର, ବି.କେ. ଆକାଶ, ବି.କେ. ଅଞ୍ଜଳି, ବି.କେ. ସୁରେନ୍ଦ୍ର, ବି.କେ. ଅନୁସୂୟା, ବି.କେ. ଅମୂଲ୍ୟ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ସଫଳ ଆୟୋଜନରେ ସହଯୋଗ କରିଥିଲେ।ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଆଧ୍ୟାତ୍ମିକ ମୂଲ୍ୟବୋଧ ସହ ନିଶାମୁକ୍ତ ସମାଜ ଗଠନର ବାର୍ତ୍ତା ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like