-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା

24-Jun-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଏବଂ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ବିଧାୟକ ଶ୍ରୀ ରଘୁନାଥ ଜଗଦଲା ଯୋଗ ଦେଇଥିଲେ। ଭାରତ ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ହୋଇଥିବା ସମସ୍ତ ପ୍ରକାରର ଉନ୍ନତି ଏବଂ ବିଭିନ୍ନ ପ୍ରକଳ୍ପର ସମୀକ୍ଷା ହେବା ସହିତ ଜିଲ୍ଲାର ବିଭିନ୍ନ ସଂଗଠନରୁ ଆସିଥିବା ପ୍ରତିନିଧିମାନଙ୍କର ମତାମତ ନିଆଯାଇଥିଲା।
ବିକାଶର ଧାରା ଓଡିଶା ସାରା ର ଏହି କାର୍ଯ୍ୟକ୍ରମ ଅବସରରେ ମାନନୀୟ ସାଂସଦ ବଲାଙ୍ଗୀରଙ୍କ ପ୍ରତିନିଧି ଶ୍ରୀ ସାନନ୍ଦ ମେହେର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା ଏବଂ ସାମାଜିକ କର୍ମୀ ଶ୍ରୀ ବେଣୁଧର ଦାସ ଉପସ୍ଥିତ ଥିଲେ।
ଆଜିର ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଏକ ସଭାଗୃହ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ସୁବର୍ଣ୍ଣପୁରର ବିକାଶରେ ସହାୟକ ହୋଇପାରିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ଚର୍ଚ୍ଚା ହୋଇଥିଲା। ଏହି ଅବସରରେ ମାନ୍ୟବର ବିଧାୟକ କହିଥିଲେ ଯେ ସରକାର ସମସ୍ତଙ୍କୁ ନେଇ ଚାଲିବ ଏବଂ ସମସ୍ତଙ୍କର ମତାମତ ଏ ବାବଦରେ ନିହାତି ଆବଶ୍ୟକ।
ସଭାଗୃହ ବୈଠକରେ ସୁବର୍ଣ୍ଣପୁରର ରିଙ୍ଗ ରୋଡ଼ ପ୍ରକଳ୍ପକୁ ପୂର୍ଣ୍ଣ କରିବା ପାଇଁ ପ୍ରସ୍ତାବ ରଖାଯାଇଥିଲା। ସେହିପରି ସୁବର୍ଣ୍ଣପୁରରେ ନୂତନ ମତ୍ସ୍ୟ ମହାବିଦ୍ୟାଳୟର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ଏବଂ ସୁବର୍ଣ୍ଣପୁର-ସମ୍ବଲପୁର ଚାରି ଟିକିଆ ରାସ୍ତା ସମ୍ପର୍କରେ ଆଲୋଚନା ହୋଇଥିଲା।
ଜିଲ୍ଲାରେ ଅନେକ ବିକାଶମୂଳକ ପ୍ରକଳ୍ପ ଚାଲିଛି। ସେଥିମଧ୍ୟରେ ୩୫୦୦ କୋଟି ଟଙ୍କାର ଇଣ୍ଟେରିମ ଷ୍ଟୋରେଜ ଷ୍ଟ୍ରକଚର, ୬୦୦ କୋଟି ଟଙ୍କାର ମେଗା ପାନୀୟ ଜଳ ପ୍ରକଳ୍ପ ଏବଂ ସୁରେଶ୍ୱରୀ ଓ ଚରଦା ମନ୍ଦିରର ଉନ୍ନତି ପ୍ରକଳ୍ପ ଅନ୍ତର୍ଭୁକ୍ତ। ଜିଲ୍ଲାର ଜନସାଧାରଣଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା କାର୍ଯ୍ୟକାରୀ ହେଉଛି।
୬୪ କୋଟି ଟଙ୍କାର ପାତାଳି ଶ୍ରୀକ୍ଷେତ୍ର ବିକାଶ ପ୍ରକଳ୍ପ ଏବଂ ୮୪ କୋଟି ଟଙ୍କାର ନୂଆ ବସ୍‌ଷ୍ଟାଣ୍ଡ ପ୍ରକଳ୍ପକୁ ମାନ୍ୟବର ବିଧାୟକ ପରିଦର୍ଶନ କରିଥିଲେ। ତାଙ୍କ ସହିତ ସଚେତନ ନାଗରିକ, ଛାତ୍ରଛାତ୍ରୀ ଏବଂ ବିଭିନ୍ନ ଅନୁଷ୍ଠାନର ପ୍ରତିନିଧିମାନେ ଉପସ୍ଥିତ ଥିଲେ।
ଏହି ଅବସରରେ ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟରେ ବିଭିନ୍ନ ବିଭାଗର ୮ଟି ଷ୍ଟଲ ପ୍ରଦର୍ଶନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026

You Might Also Like