-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା

24-Jun-2026



କଟକ(ତପନ ମହାନ୍ତି) ଶଙ୍ଖ ଧରିବେ କି ସୁଜାତା ରାଉତ କାର୍ତ୍ତିକେୟନ ? ଓଡ଼ିଶା ରାଜନୀତିରୁ ସାମ୍ନାକୁ ଆସୁଛି ବଡ଼ ଖବର । ବିଜେଡିରେ ସାମିଲ ହୋଇ ପାରନ୍ତି ପୂର୍ବତନ ବରିଷ୍ଠ ଆଇଏଏସ୍ ଅଫିସର ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପୂର୍ବତନ ଆଇଏଏସ୍ ଅଫିସର ସୁଜାତା କାର୍ତ୍ତିକେୟନ ଆସନ୍ତାକାଲି ଆନୁଷ୍ଠାନିକ ଭାବେ ବିଜୁ ଜନତା ଦଳରେ ସାମିଲ ହେବାକୁ ଯାଉଛନ୍ତି ।ତେବେ କୌଣସି ବଡ଼ ପଦବୀ ନୁହେଁ, ବରଂ ଜଣେ ସାଧାରଣ କର୍ମୀ ଭାବେ ସେ ଦଳରେ ନିଜର ରାଜନୈତିକ ପାଳି ଆରମ୍ଭ କରିବେ ବୋଲି ଜଣାପଡ଼ିଛି । କିନ୍ତୁ କିଛି ଦାୟିତ୍ୱ ମିଳିବା ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଛି । ଏହି ସାମିଲ ପ୍ରକ୍ରିୟା ପୂର୍ବରୁ ଆଜି ରାଜଧାନୀ ଭୁବନେଶ୍ୱରରେ ଅଦ୍ଭୁତପୂର୍ବ ତତ୍ପରତା ଦେଖିବାକୁ ମିଳିଛି । ବିଜେଡିର ଅନେକ ବରିଷ୍ଠ ତଥା ଶୀର୍ଷ ନେତା ଆଜି ସୁଜାତା କାର୍ତ୍ତିକେୟନଙ୍କୁ ସାକ୍ଷାତ କରିଛନ୍ତି ।
ବିଶେଷ କରି ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ଏବଂ ଅତନୁ ସବ୍ୟସାଚୀ ନାୟକଙ୍କ ଭଳି ହେଭିୱେଟ୍ ନେତାମାନେ ସୁଜାତାଙ୍କୁ ଭେଟି ଆଲୋଚନା କରିଛନ୍ତି । ଏହାସହ ଦଳର ଏକାଧିକ ବଡ଼ ନେତା ଆଜି ନବୀନ ନିବାସ ଯାଇ ଆଞ୍ଚଳିକ ଦଳର ମୁଖ୍ୟ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଭେଟିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like