-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ରାଜ୍ୟ

ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ

24-Jun-2026



ପାଟଣାଗଡ଼(ପ୍ରେରଣା ଖବର) ଓଡିଶା ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ର ବଲାଙ୍ଗୀର ଶାଖାର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ପାଟଣାଗଡ଼ ସହର ନିକଟସ୍ଥ ଶ୍ରୀକାନ୍ତ ପାତ୍ରଙ୍କ ଅଦ୍ୱୈତ ଉଦ୍ୟାନର ସୁନ୍ଦର ସବୁଜିମା ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ସଭାପତି ପ୍ରଦୀପ୍ତ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକାରିଣୀ ବୈଠକରେ ଜିଲ୍ଲା ସମ୍ପାଦକ ଅଭୟ 

ତ୍ରିପାଠୀ, ରାଜ୍ୟ ସମ୍ପାଦକ ଋତୁରାଜ ସିଂହ, ପର୍ଯ୍ୟବେକ୍ଷକ ସୁରେଶ ଦାଶ, କୋଷlଧ୍ୟକ୍ଷ ଅନ୍ତର୍ଯ୍ୟାମୀ ପଶାୟତ, ପୂର୍ବତନ ଜିଲ୍ଲା ସଭାପତି ଦୀପକ ସମ୍ମାଦାର, ନିର୍ବାଚନ ଅଧିକାରୀ ତଥା ବିଜେପି ବଲାଙ୍ଗୀର ଜିଲ୍ଲା ସଭାପତି ଶ୍ରୀବତ୍ସ ବେହେରା ପ୍ରମୁଖ ମଂଚାସୀନ ଥିଲେ l ଏହି ଅବସରରେ ପାଟଣାଗଡ଼ର ବରିଷ୍ଠ ସାମ୍ବାଦିକ ତଥା ଓ ୟୁ ଜେ ର ବରିଷ୍ଠ ସଦସ୍ୟ ସଦାଶିବ ସରାପ ଙ୍କ ଜନ୍ମଦିନ ପାଳନ କରାଯାଇଥିଲା l ସଭା ପ୍ରାରମ୍ଭରୁ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ର ଯୁବ ସାମ୍ବାଦିକ ଅଶୋକ ନାରାୟଣ ଭୋଇଙ୍କ ଅକାଳ ବିୟୋଗକୁ ନେଇ ପବିତ୍ର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ରେ ବିଗତ ବୈଠକର ପାରିତ ପ୍ରସ୍ତାବ ଉପରେ ବିସ୍ତୃତ ଭାବରେ ଆଲୋଚନା ହୋଇଥିଲା l ଆଗାମୀ ଦିନରେ ସାମ୍ବାଦିକଙ୍କ ସୁରକ୍ଷା, ପେନସନ ଏବଂ ଆକ୍ରିଡ଼ିଏସନ ଉପରେ ରାଜ୍ୟ ସରକାରଙ୍କ ଉପରେ ଚାପ ପ୍ରୟୋଗ ସହ ଦୃଷ୍ଟି ଆକର୍ଷଣ ନେଇ ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ସାକ୍ଷାତକାର କରିବା, ଅନ୍ତିମ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଆସନ୍ତା ସେପ୍ଟେମ୍ବର ମାସରେ ଟିଟିଲାଗଡ଼ ସହରରେ ଆୟୋଜନ କରିବା, ନୃତନ ସଦସ୍ୟ ଚୟନ ନେଇ ପ୍ରକ୍ରିୟା ଆରମ୍ଭ କରିବା, ସହ ସାମ୍ବାଦିକ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇ ସେସବୁ ସମସ୍ୟାର ସମାଧାନ ନେଇ ଆଗକୁ ବଲାଙ୍ଗୀର ଓ ୟୁ ଜେ ବ୍ୟାପକ କାର୍ଯ୍ୟ ପନ୍ଥା ଗ୍ରହଣ କରିବା ନେଇ ନିଷ୍ପତି ନିଆଯାଇଛି । ଏହି ବୈଠକରେ 

ବଲାଙ୍ଗୀରରୁ ଉପଦେଷ୍ଠା ଧନମତ ପାଣିଗ୍ରାହୀ, ନବୀନ ପଶାୟତ, ପୂର୍ଣ୍ଣ ପଣ୍ଡା, ସଚିତାନନ୍ଦ ବଗର୍ତି, ଶରତ ମିଶ୍ର, ପାଟଣାଗଡ଼ରୁ ବଂଶୀ ଧର ସେଠ, ଉମାକାନ୍ତ ପ୍ରଧାନ, ପାର୍ଥବ ଭୋଇ, ଲଳିତ ମିଶ୍ର,କରୁଣାକର ବୁଡ଼େକ, ସୁନୀଲ ଚୋପଦାର, ସଚ୍ଚିଦାନନ୍ଦ ମହାକୁର, ଟିଟିଲାଗଡ଼ରୁ ସଞ୍ଜୟ ବେହେରା, ଭଗବାନ ମହାନ୍ତି, ଅଶୋକ ତ୍ରିପାଠୀ କଣ୍ଟାବାଞ୍ଜି ରୁ ପୁଷ୍ପକେତୁ ବେହେରା, ସୁରଦାସ ବାଗ, ଆଗଲପୁରରୁ ପ୍ରହଲ୍ଲାଦ କୁମ୍ଭାର ପ୍ରମୁଖ ସଦସ୍ୟ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like