-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ

24-Jun-2026



ଲୋଇସିଂହା, (ବିନୋଦ ଦୀପ) ଓଡିଶା ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ଲୋଇସିଂହା ବ୍ଲକ ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ପିଇଓ ସମାରୁ ଦଣ୍ଡସେନା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମ ରେ ବିଜେପି ର ପୂର୍ବତନ ମଣ୍ଡଳ ସଭାପତି କିଶୋର ପଟେଲ, ସମିତି ସଭ୍ୟ ବୀରେନ୍ଦ୍ର ସାହୁ, ଭିଏଡବ୍ଲୁ ଗୌତମ ମୁଣ୍ଡା ପ୍ରମୁଖ ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ l ଆୟୁଷ୍ମାନ ସ୍ୱାସ୍ଥ୍ୟକାର୍ଡ 10 ଜଣ, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା 21ଜଣ, ଆୟୁଷ୍ମାନ ବୟ ବନ୍ଦନା 2 ଜଣ, ପେନସନ 11 ଜଣ ହିତାଧିକାରୀ ଙ୍କୁ ଅତିଥି ଙ୍କ ଦ୍ୱାରା ବଣ୍ଟନ କରାଗଲା l

ପ୍ରତ୍ୟେକ ଜିନିଷ ଉପରେ ସଚେତନ ହେବାସହ ସଚେତନ କାର୍ଯ୍ୟକ୍ରମ ରେ ଯୋଗ ଦେଲ ସମସ୍ୟା ସମାଧାନ ର ବାଟ ଦିସିବ ଵୋଲି ବକ୍ତବ୍ୟ ରଖିଥିବା ବେଳେ ସରକାର ଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ର ଲାଭ ନେବାପାଇଁ ଆଲୋଚନା ହୋଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ଆଶା, ଅଙ୍ଗନବାଡି, ଏସଏଚଜି, ସୁପରଭାଇଜର ଓ ପଂଚାୟତ ବାସୀ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like