-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ

24-Jun-2026



ସୋନପୁର(ପ୍ରେରଣା ଖବର ): ଗତ ୧୯ ତାରିଖ ବିଳମ୍ବିତ ରାତିରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ I କ୍ରସରକୁ ନେଇ ହୋଇଥିଲା ଯୁକ୍ତି ତର୍କ Iଯେଉଁଥିପାଇଁ ହୋଇଛି ଗୁଳିମାଡ Iଏଇ ଗୁଳିକାଣ୍ଡ ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଥିବା ବେଳେ ୩ରୁ ୪ ଜଣ ବର୍ତ୍ତମାନ ଫେରାର ରହିଛନ୍ତି I ଏଇ ଘଟଣାରେ ୨ଟି ଦେଶୀ ବନ୍ଧୁକ, ୨୦ ଟି ଜୀବନ୍ତ ଗୁଳି ଏବଂ ୨ଟି ଖଣ୍ଡା, ୨ଟି ମୋବାଇଲ ଫୋନ,ଗୋଟିଏ ଛୁରୀ, OD--୦୨BG-୪୯୬୨ ଧଳା କାରକୁ ଜବତ କରିଥିବା ନେଇ ବିନିକା ଥାନା ରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ l ଗିରଫ ଅଭିଯୁକ୍ତ ମାନେ ହେଲେ ବଲାଙ୍ଗୀର ଗାନ୍ଧୀନଗର ପଡ଼ାର ମୁନା ବାରିକ (୩୦), ସୁବର୍ଣ୍ଣପୁର ଜିଲ୍ଲା ରାମପୁର ସହରାପଡ଼ାର ଦୁର୍ବାସା ବେହେରା (୪୫), ଡୁଙ୍ଗୁରିପାଲି ଥାନା ଲୁଡ଼କିବେଡା ଗ୍ରାମର ଲୋକନାଥ ନାଏକ (୨୩)କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି ପୋଲିସ I କିନ୍ତୁ ରାମପୁର ଥାନା ବ୍ରାହ୍ମଣୀପାଲି ଗ୍ରାମର ତନ୍ମୟ ବାଗ (ଓରଫ ଟାଇଗର) (୨୬)ର ପୁର୍ବରୁ ରାମପୁର ଥାନାରେ ମାମଲା ଥିବାରୁ ପୋଲିସ ତାକୁ ରିମାଣ୍ଡରେ ଆଣି ଅଧିକ ତଦନ୍ତ କରିଥିବାରୁ ଏଇ ଗୁଳିକାଣ୍ଡ ଘଟଣାରେ ସେ ସମ୍ପୃକ୍ତି ଥିବା ସୂଚନା ପାଇଥିଲା I ଏ ସମ୍ପର୍କରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକଙ୍କ ନିର୍ଦ୍ଦେଶରେ ପୋଲିସ ଏକ ଟିମ ଗଠନ କରି ତଦନ୍ତକୁ ଜୋରଦାର କରି ଗୁଳିକାଣ୍ଡ ଘଟଣାର ଖୁଲାସା କରିଛି ପୋଲିସ l ଏ ନେଇ ବିନିକା ପୋଲିସ ରେ ( କେଶ ନମ୍ବର ୧୭୪/୧୭୫ /୨୦୨୬ରେ ଏକ ମାମଲା ରୁଜୁ ହୋଇ ଅଧିକ ତଦନ୍ତ ଚାଲିଥିବା ପୋଲିସ ସୂତ୍ରରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like