-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର

25-Jun-2026



କଣ୍ଟାବାଞ୍ଜି(ମୋହନ ସୁନା) : ନିର୍ବାଚନ ଆୟୋଗଙ୍କ ଦ୍ୱାରା ଚାଲିଥିବା Special Intensive Revision - SIR କାର୍ଯ୍ୟକୁ ସୁଚାରୁ ରୂପେ କରିବା ନିମନ୍ତେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ବୁଧବାର କଣ୍ଟାବାଞ୍ଜି ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ବୁଥ ସ୍ତର ଏଜେଣ୍ଟଙ୍କୁ ନେଇ ଏକ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ର ଯୁବ ନେତା ଗିରିରାଜ ସିଂ ମାଝୀ ଏନେଇ ନିର୍ବାଚନ ମଣ୍ଡଳୀ ର ୩୩୫ ଟି ବୁଥ ରେ ଭୋଟର ତାଲିକାରେ ନାମ ଯୋଡ଼ା, କଟା ଓ ସଂଶୋଧନ ପ୍ରକ୍ରିୟା ସମ୍ପର୍କରେ ଏଜେଣ୍ଟଙ୍କୁ ସମ୍ପୂର୍ଣ୍ଣ ଅବଗତ କରାଇବା ସହ ଫର୍ମ-6, ଫର୍ମ-7, ଫର୍ମ-8 ଠିକ୍ ଭାବେ ପୂରଣ କରି BLOଙ୍କ ମାଧ୍ୟମରେ ଦାଖଲ କରିବାରେ ଭୋଟରଙ୍କୁ ସହାୟତା କରିବା। କୌଣସି ଯୋଗ୍ୟ ଭୋଟରଙ୍କ ନାମ ବାଦ୍ ନପଡ଼େ ଓ ଅଯୋଗ୍ୟ ନାମ ନଥାଏ ସେଥିପାଇଁ ବୁଥ୍ ସ୍ତରେ କଡ଼ା ନଜର ରଖିବା ସଠିକ୍ ଭୋଟର ତାଲିକା ହିଁ ଗଣତନ୍ତ୍ର ମୂଳ। ପ୍ରତି ବୁଥ୍ ଏଜେଣ୍ଟ ସକ୍ରିୟ ହୋଇ କାମ କଲେ ହିଁ ଆମେ ସୁଷ୍ଠୁ ନିର୍ବାଚନ କରାଇପାରିବା ବୋଲି ବିଜେଡ଼ି ନେତା ଶ୍ରୀ ମାଝୀ ପ୍ରଶିକ୍ଷଣ ଦେଇ କହିଛନ୍ତି। ଏହି ପ୍ରଶିକ୍ଷଣ ଶିବିରରେ ବିଜେଡ଼ି ନେତ୍ରୀ ନିରୁପମା ମାଝୀ, ପିଙ୍କି ଖର୍ସେଲ,ବଲାଙ୍ଗୀର ଜିଲ୍ଲା ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ଦେବାର ବାରିକ, ବିଜେଡ଼ି ନେତା ଶ୍ରୀଧର ମାଝି,ଧନଞ୍ଜୟ ମାହାନନ୍ଦ, ପ୍ରେମିଶ ଚନ୍ଦ୍ର ବାଗ, ଦୈତାରୀ ଭୋଇ, ତ୍ରିବିକ୍ରମ ବେହେରା ,ଅଭିଲାଶ ବଘାର,ଦିଲିପ ପୃଷ୍ଟି,ଆଶାଦୁଲା ଖାଁ, ଚମ୍ପେଶ୍ବର ବାଗ, ଆଶିଷ ବେହେରା,ଦେବରାଜ ଯାଦବ, ବିଷ୍ଣୁ ଜୁଏଡ, ସହ ଶହ ଶହ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like