-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ

25-Jun-2026



ମାଲକାନଗିରି(କେଶବ ଚନ୍ଦ୍ର ନାୟକ):  ମାଲକାନଗିରି ବନ କର୍ମଚାରୀମାନେ ଆଜି ସକାଳେ ପଦ୍ମଗିରି ଛକ ଠାରେ ଏକ ବୋଲେରୋ ଗାଡ଼ିରୁ ୩୨୯ ଗୋଟି କଇଁଛ କୁ ଜବତ 
କରିବା ସହିତ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାର ସଫଳ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ ଆନ୍ଧ୍ରପ୍ରଦେଶରୁ ଏକ ବୋଲେରୋ ଗାଡ଼ିରେ କଇଁଛ ଭର୍ତ୍ତି କରାଯାଇ ମାଲକାନଗିରି ଜିଲ୍ଲାରେକୁ ଆସୁଥିବା

ବେଳେ ବିଶେଷ ସୂତ୍ରରୁ ସୂଚନା ପାଇ ବନକର୍ମଚାରୀମାନେ ପଦ୍ମଗିରି ଛକ ନିକଟରେ ଜଗି ରହିଥିଲେ। ଗାଡ଼ିକୁ ଯାଞ୍ଚ କରିବା ସମୟରେ ବହୁ ପରିମାଣରେ କଇଁଛ ରହିଥିବା ଦେଖିବାକୁ ମିଳିଥିଲା। ପରେ ଗାଡି ଏବଂ କଇଁଛକୁ ଜବତ କରାଯାଇ ମାଲକାନଗିରି ବନ୍ୟାଞ୍ଚଳକୁ ଅଣା ଯାଇଥିଲା। କଇଁଛ ଗୁଡ଼ିକୁ ଗଣତି କରା ଯିବା ବେଳେ ୩୦୩ ଟି ଜୀବିତ କଇଁଛ ଏବଂ ୨୬ ଗୋଟି ମୃତ୍ୟୁ କଇଁଛ ପ୍ରାପ୍ତ ହୋଇଥିଲା । ଅର୍ଥାତ୍ ମୋଟ ୩୨୯ ଗୋଟି କଇଁଛ ମିଳିଥିବା ବେଳେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଆନ୍ଧ୍ରପ୍ରଦେଶ ରାଜ୍ୟ ପୋଲାଭରମ ଜିଲ୍ଲା ଅନ୍ତର୍ଗତ ଦେବରପାଲ୍ଲୀ ଗ୍ରାମର ସିଦଲା ରାଜ ରେଡି, ପୋଲାଭରମ ଜିଲ୍ଲା ଅନ୍ତର୍ଗତ ଦେବରପାଲ୍ଲୀ ଗ୍ରାମର ଏନ୍.ଅମର ନାଥ ଏବଂ ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଏମପିଭି-୬୫ ଗ୍ରାମର ରବିନ ମିର୍ଦ୍ଧା ବୋଲି ଜଣା ପଡିଛି। ବର୍ତ୍ତମାନ ଅଭିଯୁକ୍ତମାନଙ୍କୁ ପଚରା ଉଚୁରା ଚାଲିଛି। ପରବର୍ତ୍ତୀ ସମୟରେ କୋର୍ଟ ଚାଲାଣ କରାଯିବ ବୋଲି ମାଲକାନଗିରି ବନାଞ୍ଚଳ ଅଧିକାରୀ ରମେଶ ଚନ୍ଦ୍ର ରାଉତ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like