-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେ ଏସ୍ ଏମ୍ କଲେଜର ସ୍ୱାଧିନତା ଦିବସ   (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||     

HOME   ଜିଲ୍ଲା

ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ

25-Jun-2026



ରେଙ୍ଗାଲି କ୍ୟାମ୍ପ(ଆକାଶ ମିଶ୍ର): ଓଡ଼ିଶା ମାଟିର ସାଂସ୍କୃତିକ ଓ ରାଷ୍ଟ୍ରୀୟ ଜାଗରଣ ପାଇଁ "ଭାରତ ମାତା ସେବାନ୍ୟାସ" ତରଫରୁ  ଆସନ୍ତା ୨୯ ଜୁନ୍  ସୋମବାର ଦିନ "ଭୂମି ପୂଜନ ଉତ୍ସବ" ରଖାଯାଇଛି।  ସେହି ସଂକଳ୍ପ ର ପ୍ରଥମ ଚରଣ ସ୍ଵରୂପ ଆଜି ଗୁରୁବାର ଦିନ ନ୍ୟାସର ସଂସ୍ଥାପକ ,ମୁଖ୍ୟ ନ୍ୟାସୀ ଗଣ ,ଉପଦେଷ୍ଟା ଗଣ ଓ ସଭ୍ୟ ମାନଙ୍କ ସମେତ ବହୁ ସାମାଜିକ ସଂଗଠନ ମାନଙ୍କର ଉପସ୍ଥିତି ରେ ପବିତ୍ର "ଦେବ ନିମନ୍ତ୍ରଣ" କାର୍ଯ୍ୟକ୍ରମ ଅତ୍ୟନ୍ତ ସସମ୍ମାନ ସମ୍ପନ୍ନ ହୋଇଛି। ପ୍ରଥମେ ଅତାବିରା ଗଣେଶ ମନ୍ଦିର, ହନୁମାନ ମନ୍ଦିର, ଦୁର୍ଗା ମନ୍ଦିର, ମାଁ ସମଲେଶ୍ଵରୀ ମନ୍ଦିର, ଜଗନ୍ନାଥ ମନ୍ଦିର ଏବଂ ମାଁ ରାମଚଣ୍ଡୀ ମନ୍ଦିରରେ ହଳଦିଆ ଚାଉଳ,ଗୁଆ ଓ ନିମନ୍ତ୍ରଣ ପତ୍ର ଅର୍ପଣ କରାଗଲା। ଏହା ପରେ ନ୍ୟାସ ତରଫରୁ ଅତାବିରାର ମାନ୍ୟବର ବିଧାୟକ ଶ୍ରୀ ନିହାର ରଞ୍ଜନ ମହାନନ୍ଦଙ୍କ ନିବାସ ସ୍ଥାନକୁ ଯାଇ ପ୍ରଥମ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଛି। ସୋମବାର ସକାଳେ ହେବାକୁ ଥିବା ଏହି ମହାଯଜ୍ଞରେ ଆଖପାଖ ସମସ୍ତ ଅଞ୍ଚଳର ପ୍ରତିନିଧି, ଦେଶଭକ୍ତ ସଂଗଠନ ଏବଂ ପ୍ରମୁଖ ସମାଜସେବୀ ମାନେ ଯୋଗଦେଇ ୧୦୮ ନାରିକେଳ ବଳି ପ୍ରଦାନ ପୂର୍ବକ ଭୂମି ପୂଜନ କରିବେ। ସମସ୍ତ ଭେଦ ଭାବରୁ  ଉର୍ଦ୍ଧ୍ବ ଯାଇ ଏହି ରାଷ୍ଟ୍ର-କାର୍ଯ୍ୟରେ ସାମିଲ ହେବା ପାଇଁ ସେବା ନ୍ୟାସ ତରଫରୁ ସମସ୍ତ ଜନସାଧାରଣଙ୍କୁ ଆହ୍ୱାନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜର ସ୍ୱାଧିନତା ଦିବସ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026

You Might Also Like